ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଜାରି ରହିଛି ଭୋଟିଂ। ସକାଳ ୮ଟାରୁ ଆରମ୍ଭ ହୋଇଛି ଭୋଟିଂ। ପୌର ନିର୍ବାଚନ ଲାଗି ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ନିଜର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଯାଜପୁର ପୌରାଞ୍ଚଳର ବାହାବଳପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ବିଧାୟକ ସାଧାରଣ ଭୋଟରଙ୍କ ଭଳି ଧାଡ଼ିରେ ଠିଆ ହୋଇ ଭୋଟ ଦେଇଥିଲେ।
ପୌର ନିର୍ବାଚନ: ଭୋଟ ଦେଲେ ଯାଜପୁର ବିଧାୟକ ତଥା ବିଜୁ ଜନତା ଦଳର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ