ଯାଜପୁର କାଳୀମେଘା ଗୁଳିକାଣ୍ଡରେ ଯୁବକଙ୍କ ମୃତ୍ୟୁ ଘଟଣା: ୫ ଅଭିଯୁକ୍ତ ଗିରଫ, ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ

Madhusudan Das Picture
Published On

ଯାଜପୁର: ଯାଜପୁର ଟାଉନ ଥାନା କାଳୀମେଘା ନିକଟରେ ଗୁଳିମାଡ଼ରେ ସୌମ୍ୟ ସାମଲଙ୍କ ମୃତ୍ୟୁ ଘଟଣା । ସୌମ୍ୟଙ୍କ ପତ୍ନୀ ଶୁଭଶ୍ରୀ ବେହେରାଙ୍କ ସହ ୫ ଜଣଙ୍କୁ ଗିରଫ କଲା ପୋଲିସ । ଏହାସହିତ ମେଡିକାଲ କଲେଜ ପଛରୁ ମିଳିଛି ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକ । ଗତ ୬ ତାରିଖ ରାତିରେ ଯାଜପୁର କାଳିମେଘା ନିକଟରେ ଯୁବକଙ୍କ ଉପରକୁ ଗୁଳିମାଡ଼ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ । 

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ମୃତ ସୋମ୍ୟ ସାଗର ସାମଲଙ୍କ ପତ୍ନୀ ରଚିଥିଲେ ହତ୍ୟା ଷଡ଼ଯନ୍ତ୍ର । ପତ୍ନୀ ଶୁଭଶ୍ରୀଙ୍କ ସମେତ ମୋଟ ୫ ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ଯଯାତି କେଶରୀ ମେଡିକାଲ କଲେଜ ପଛପଟ ବୈତରଣୀ ନଦୀ ପଠାରୁ ଗୁଳିକାଣ୍ଡରେ ବ୍ୟବହୃତ ବନ୍ଧୁକ ଜବତ କରିଛି ପୋଲିସ । ଅଭିଯୁକ୍ତଙ୍କୁ ଘଟଣା ସ୍ଥଳକୁ ନେଇ କ୍ରାଇମ ସିନ୍ ରିକ୍ରିଏଟ୍ କରିପାରେ ପୋଲିସ।

ଆହୁରି ପଢ଼ନ୍ତୁ: କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ; କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ସହ ଟ୍ରାଫିକ୍‌ କଟକଣା ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର