ପ୍ରେମକୁ ବିରୋଧ କରିବାରୁ ପ୍ରେମିକାର ଭାଇକୁ ହତ୍ୟାକଲା ପ୍ରେମିକ, ଅଭିଯୁକ୍ତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାସ୍ତାରୋକ କଲେ ସ୍ଥାନୀୟଲୋକେ

The Sakala Picture
Published On

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଖଣି ଅଞ୍ଚଳରେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡ ଘଟଣା। ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ କରିଛନ୍ତି। ଅଭିଯୁକ୍ତର ଟ୍ରକ୍ ଉତ୍ୟକ୍ତ ଲୋକେ ଜାଳି ଦେଇଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ମାନଙ୍କୁ ବୁଝାସୁଝା କରୁଛି ପୁଲିସ। ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି କାଳିଆପାଣି ପୁଲିସ। ସୂଚନା ଅନୁଯାୟୀ, ଗତକାଲି ପ୍ରେମକୁ ବିରୋଧ […]

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଖଣି ଅଞ୍ଚଳରେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡ ଘଟଣା। ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ କରିଛନ୍ତି। ଅଭିଯୁକ୍ତର ଟ୍ରକ୍ ଉତ୍ୟକ୍ତ ଲୋକେ ଜାଳି ଦେଇଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ମାନଙ୍କୁ ବୁଝାସୁଝା କରୁଛି ପୁଲିସ। ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି କାଳିଆପାଣି ପୁଲିସ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ; କହିଲେ, ବିଜେପି ସରକାରରେ ନେତୃତ୍ୱ ସଙ୍କଟ, ବଢୁଛି ନାରୀ ନିର୍ଯାତନା

ସୂଚନା ଅନୁଯାୟୀ, ଗତକାଲି ପ୍ରେମକୁ ବିରୋଧ କରିବାରୁ ପ୍ରେମିକାର ଭାଇକୁ ହତ୍ୟା କରିଛି ପ୍ରେମିକ । ମୃତକ ହେଲେ ବାମ୍ବିଲୋ ଗାଁର ଜିତେନ୍ଦ୍ର ମହାପାତ୍ର । ଅଭିଯୋଗ ଅନୁସାରେ ରାସୋଁଳ ଗ୍ରାମର ଶାନ୍ତନୁ ସାମଲ ମୃତ ଜିତେନ୍ଦ୍ରଙ୍କ ଭଉଣୀକୁ ପ୍ରେମ କରୁଥିଲା । ମାତ୍ର ଶାନ୍ତନୁ ବିବାହିତ ହୋଇଥିବାରୁ ଏହାକୁ ବିରୋଧ କରୁଥିଲେ ଯୁବତୀଙ୍କ ବାପା ଓ ଭାଇ । ଏଥିପାଇଁ ଉଭୟଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଗତକଲି ସନ୍ଧ୍ୟାରେ ଯୁବତୀଙ୍କ ବାପା ଓ ଭାଇ ନିଜ ଦୋକାନରେ କାମ କରୁଥିବାବେଳେ ଆକ୍ରମଣ କରିଥିଲା ଅଭିଯୁକ୍ତ । ଘଟଣାସ୍ଥଳରେ ଭାଇ ଜିତେନ୍ଦ୍ରଙ୍କର ମୃତ୍ୟୁ ହୋଇଥିବାବେଳେ ବାପା ସନ୍ତୋଷ ମହାପାତ୍ର ଗୁରୁତର ହୋଇଥିଲେ । ଅଭିଯୁକ୍ତ ଶାନ୍ତନୁକୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ କରିଥିଲା।

ଆହୁରି ପଢ଼ନ୍ତୁ: ନୋଏଡାରେ ବଡ଼ ଅଘଟଣ: ବିବାହ ପାଇଁ ଜିଦ୍ ଧରିଥିଲେ ପ୍ରେମିକା, ମନା କରିବାରୁ ଭାଇ ସହ ମିଶି କଲେ ହତ୍ୟା

30 Nov 2022 By The Sakala

ପ୍ରେମକୁ ବିରୋଧ କରିବାରୁ ପ୍ରେମିକାର ଭାଇକୁ ହତ୍ୟାକଲା ପ୍ରେମିକ, ଅଭିଯୁକ୍ତ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାସ୍ତାରୋକ କଲେ ସ୍ଥାନୀୟଲୋକେ

ଯାଜପୁର: ଯାଜପୁର ଜିଲ୍ଲା କାଳିଆପାଣି ଖଣି ଅଞ୍ଚଳରେ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ହୋଇଥିବା ହତ୍ୟାକାଣ୍ଡ ଘଟଣା। ଅଭିଯୁକ୍ତ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ କରିଛନ୍ତି। ଅଭିଯୁକ୍ତର ଟ୍ରକ୍ ଉତ୍ୟକ୍ତ ଲୋକେ ଜାଳି ଦେଇଛନ୍ତି। ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀ ମାନଙ୍କୁ ବୁଝାସୁଝା କରୁଛି ପୁଲିସ। ଗତକାଲି ରାତିରେ ଏହି ହତ୍ୟାକାଣ୍ଡ ହୋଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି କାଳିଆପାଣି ପୁଲିସ।

ସୂଚନା ଅନୁଯାୟୀ, ଗତକାଲି ପ୍ରେମକୁ ବିରୋଧ କରିବାରୁ ପ୍ରେମିକାର ଭାଇକୁ ହତ୍ୟା କରିଛି ପ୍ରେମିକ । ମୃତକ ହେଲେ ବାମ୍ବିଲୋ ଗାଁର ଜିତେନ୍ଦ୍ର ମହାପାତ୍ର । ଅଭିଯୋଗ ଅନୁସାରେ ରାସୋଁଳ ଗ୍ରାମର ଶାନ୍ତନୁ ସାମଲ ମୃତ ଜିତେନ୍ଦ୍ରଙ୍କ ଭଉଣୀକୁ ପ୍ରେମ କରୁଥିଲା । ମାତ୍ର ଶାନ୍ତନୁ ବିବାହିତ ହୋଇଥିବାରୁ ଏହାକୁ ବିରୋଧ କରୁଥିଲେ ଯୁବତୀଙ୍କ ବାପା ଓ ଭାଇ । ଏଥିପାଇଁ ଉଭୟଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା। ଗତକଲି ସନ୍ଧ୍ୟାରେ ଯୁବତୀଙ୍କ ବାପା ଓ ଭାଇ ନିଜ ଦୋକାନରେ କାମ କରୁଥିବାବେଳେ ଆକ୍ରମଣ କରିଥିଲା ଅଭିଯୁକ୍ତ । ଘଟଣାସ୍ଥଳରେ ଭାଇ ଜିତେନ୍ଦ୍ରଙ୍କର ମୃତ୍ୟୁ ହୋଇଥିବାବେଳେ ବାପା ସନ୍ତୋଷ ମହାପାତ୍ର ଗୁରୁତର ହୋଇଥିଲେ । ଅଭିଯୁକ୍ତ ଶାନ୍ତନୁକୁ ଅଟକ ରଖି ପୁଲିସ ତଦନ୍ତ ଆରମ୍ଭ କରିଥିଲା।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର