ଓଲଟିଲା ଆଳୁ ବୋଝେଇ ଟ୍ରକ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

The Sakala Picture
Published On

ଯାଜପୁର: ଓଲିଟିଲା ଆଳୁ ବୋଝେଇ ଟ୍ରକ୍। ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଛତିଆ ନିକଟରେ ଏକ ଆଳୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍ ଟି କଟକ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝୋଇ ଟ୍ରକ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ ଟି ରାସ୍ତା ତଳକୁ ଖସି ପଡ଼ିଥିଲା। ତେବେ ଟ୍ରକ୍ ଡ୍ରାଇଭର ଜଣକ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଅନ୍ୟପକ୍ଷରେ ରାସ୍ତା କଡ଼ରେ […]

ଯାଜପୁର: ଓଲିଟିଲା ଆଳୁ ବୋଝେଇ ଟ୍ରକ୍। ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଛତିଆ ନିକଟରେ ଏକ ଆଳୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍ ଟି କଟକ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝୋଇ ଟ୍ରକ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ ଟି ରାସ୍ତା ତଳକୁ ଖସି ପଡ଼ିଥିଲା। ତେବେ ଟ୍ରକ୍ ଡ୍ରାଇଭର ଜଣକ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଅନ୍ୟପକ୍ଷରେ ରାସ୍ତା କଡ଼ରେ ଆଳୁ ଢାଳି ହୋଇଯାଇଥିବାରୁ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଆଳୁ ବୋହି ନେଇଯାଇଥିଲେ। ଏପରିକି ଆଳୁ ନେବା ପାଇଁ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତା ଲାଗି ରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡ଼ାଇବା ସହ ଘଟଣାର ତଦନ୍ତ ଚଳାଇଛି।

ଆହୁରି ପଢ଼ନ୍ତୁ: କେବଳ ଅନ୍ତର୍ଜାତୀୟ ମହିଳା ଦିବସ ନୁହେଁ ମହିଳାମାନଙ୍କୁ ପ୍ରତ୍ୟେକ ଦିନ ସମ୍ମାନ ଦିଆଯିବା ଦରକାର: ଶୁଭାଶିଷ୍‌

07 Sep 2021 By The Sakala

ଓଲଟିଲା ଆଳୁ ବୋଝେଇ ଟ୍ରକ୍ : ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର୍

ଯାଜପୁର: ଓଲିଟିଲା ଆଳୁ ବୋଝେଇ ଟ୍ରକ୍। ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଛତିଆ ନିକଟରେ ଏକ ଆଳୁ ବୋଝେଇ ଟ୍ରକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରକ୍ ଟି କଟକ ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ସିମେଣ୍ଟ ବୋଝୋଇ ଟ୍ରକ୍କୁ ଧକ୍କା ଦେଇଥିଲା। ଫଳରେ ଟ୍ରକ୍ ଟି ରାସ୍ତା ତଳକୁ ଖସି ପଡ଼ିଥିଲା। ତେବେ ଟ୍ରକ୍ ଡ୍ରାଇଭର ଜଣକ ଅଳ୍ପକେ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଅନ୍ୟପକ୍ଷରେ ରାସ୍ତା କଡ଼ରେ ଆଳୁ ଢାଳି ହୋଇଯାଇଥିବାରୁ ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ପହଞ୍ଚି ଆଳୁ ବୋହି ନେଇଯାଇଥିଲେ। ଏପରିକି ଆଳୁ ନେବା ପାଇଁ ଲୋକଙ୍କ ମଧ୍ୟରେ ପ୍ରତିଯୋଗିତା ଲାଗି ରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ଘଉଡ଼ାଇବା ସହ ଘଟଣାର ତଦନ୍ତ ଚଳାଇଛି।

https://www.thesakala.in/latest-odisha-news/jajpur/pattato-loded-truck-accident/article-5249
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର