କଇଁଫୁଲ ହେଲା କାଳ; ପାଣିରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ

The Sakala Picture
Published On

ଯାଜପୁର: କଇଁଫୁଲ ନେଲା ଜୀବନ । କଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ନଦୀରେ ବୁଡି ଯାଇ ଦୁଇ ଜଣ ନାବାଳକଙ୍କ ସଲିଳ ସମାଧି । ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କୁଟୁରିଆ ନିକଟସ୍ଥ ବୈତରଣୀ ନଦୀ କଣ୍ଡିଆରେ । ମୃତକ ଦ୍ୱୟ ହେଲେ ବିଭୂତି ଜେନା ଓ ଦିବ୍ୟରଞ୍ଜନ ଜେନା । ସୂଚନା ଅନୁସାରେ, କୁଟୁରିଆ ଠାରେ ଥିବା ବୈତରଣୀ ନଦୀର ଯୋରକୁ କଇଁ ଫୁଲ ତୋଳିବାକୁ ଯାଇଥିବା […]

ଯାଜପୁର: କଇଁଫୁଲ ନେଲା ଜୀବନ । କଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ନଦୀରେ ବୁଡି ଯାଇ ଦୁଇ ଜଣ ନାବାଳକଙ୍କ ସଲିଳ ସମାଧି । ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କୁଟୁରିଆ ନିକଟସ୍ଥ ବୈତରଣୀ ନଦୀ କଣ୍ଡିଆରେ । ମୃତକ ଦ୍ୱୟ ହେଲେ ବିଭୂତି ଜେନା ଓ ଦିବ୍ୟରଞ୍ଜନ ଜେନା । ସୂଚନା ଅନୁସାରେ, କୁଟୁରିଆ ଠାରେ ଥିବା ବୈତରଣୀ ନଦୀର ଯୋରକୁ କଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ପାଣିରେ ବୁଡି ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି । ଗ୍ରାମବାସୀଙ୍କ ସହାୟତାରେ ଦୁଇ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେପଟେ ଦୁଇ ନାବାଳକଙ୍କୁ ହରାଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

18 Oct 2021 By The Sakala

କଇଁଫୁଲ ହେଲା କାଳ; ପାଣିରେ ବୁଡି ଦୁଇ ନାବାଳକଙ୍କ ମୃତ୍ୟୁ

ଯାଜପୁର: କଇଁଫୁଲ ନେଲା ଜୀବନ । କଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ନଦୀରେ ବୁଡି ଯାଇ ଦୁଇ ଜଣ ନାବାଳକଙ୍କ ସଲିଳ ସମାଧି । ଏଭଳି ଏକ ହୃଦୟବିଦାରକ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କୁଟୁରିଆ ନିକଟସ୍ଥ ବୈତରଣୀ ନଦୀ କଣ୍ଡିଆରେ । ମୃତକ ଦ୍ୱୟ ହେଲେ ବିଭୂତି ଜେନା ଓ ଦିବ୍ୟରଞ୍ଜନ ଜେନା । ସୂଚନା ଅନୁସାରେ, କୁଟୁରିଆ ଠାରେ ଥିବା ବୈତରଣୀ ନଦୀର ଯୋରକୁ କଇଁ ଫୁଲ ତୋଳିବାକୁ ଯାଇଥିବା ବେଳେ ପାଣିରେ ବୁଡି ଦୁଇ ବାଳକଙ୍କ ମୃତ୍ୟୁ ହୋଇଛି । ଗ୍ରାମବାସୀଙ୍କ ସହାୟତାରେ ଦୁଇ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେପଟେ ଦୁଇ ନାବାଳକଙ୍କୁ ହରାଇ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର