ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ମୃତ

The Sakala Picture
Published On

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟ୍ରକ ପଛକୁ ବାଇକ ଧକ୍କା ଦେଇଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ୩ ମୃତକ ସ୍ଥାନୀୟ ଅଞ୍ଚଳର । ଦୁର୍ଘଟଣା ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ସୁନ୍ଦରପଦା ଆଜାଦ ନଗର ବିସ୍ଫୋରଣ ମାମଲା: ୟୁପିରୁ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା NIA

23 Mar 2024 By The Sakala

ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ, ୩ ମୃତ

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଟ୍ରକ ପଛକୁ ବାଇକ ଧକ୍କା ଦେଇଥିବା ଜଣାପଡ଼ିଛି। ଘଟଣା ସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ୩ ମୃତକ ସ୍ଥାନୀୟ ଅଞ୍ଚଳର । ଦୁର୍ଘଟଣା ଯୋଗୁଁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର