ଗଛରେ ପିଟିହେଲା କାର୍, ୨ ମୃତ

The Sakala Picture
Published On

ଯାଜପୁର: ଯାଜପୁର ଜିଲା କାଳିଆପାଣି ଥାନା ମହୁଲଖାଲ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ କାର୍‌ରେ ଥିବା ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଇଛି। ଏପରିକି ପୋଲିସ ମୃତଦେହ ଜବତ କରି ଏକ ଦୁର୍ଘଟଣା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

10 Jun 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର