ଯାଜପୁର: ଯାଜପୁର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଥାନା ଅନ୍ତର୍ଗତ ସୋତି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। କୁଆଖିଆରୁ ପାଣିକୋଇଲି ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ବାପାମାଆଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଶିଶୁପୁତ୍ର ଗୁରୁତର ଆହତ ହୋଇଛନ୍ତି। ଆହତ ଶିଶୁକୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବାପାମାଆ ମୃତ, ପୁଅ ଗୁରୁତର