ସ୍କୁଟିକୁ ପଛପଟୁ ଧକ୍କା ଦେଲା ହାଇଓ୍ୱା; ଶାଶୁ ମୃତ, ବୋହୂ ଗୁରୁତର

The Sakala Picture
Published On

ଯାଜପୁର: ସ୍କୁଟିକୁ ପଛପଟୁ ଧକ୍କା ଦେଲା ହାଇଓ୍ୱା । ଦୁର୍ଘଟଣାରେ ସ୍କୁଟିରେ ବସିଥିବା ଶାଶୁ ମୃତ୍ୟୁବରଣ କରିଥିବାବେଳେ ବୋହୂ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିଛି ଯାଜପୁର ବିଞ୍ଝାରପୁର ଥାନା ମଇଁନ୍ଦା ପେଟ୍ରୋଲ ପମ୍ପ ନିକଟରେ। ମୃତ ମହିଳା ଜଣକ ହେଲେ ଚନ୍ଦ୍ରମୁଁ ପଂଚାୟତ ବାଣପୁର ଗ୍ରାମର ସ୍ଵର୍ଣ୍ଣଳତା ରାଉତ । ସ୍ୱର୍ଣ୍ଣଲତା ତାଙ୍କ ବୋହୁ ସହ ସ୍କୁଟିରେ ଆସୁଥିବା ସମୟରେ ପଛପଟୁ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଶାଶୁ ସ୍ୱର୍ଣ୍ଣଲତାଙ୍କ ମୃତ୍ୟୁ […]

ଯାଜପୁର: ସ୍କୁଟିକୁ ପଛପଟୁ ଧକ୍କା ଦେଲା ହାଇଓ୍ୱା । ଦୁର୍ଘଟଣାରେ ସ୍କୁଟିରେ ବସିଥିବା ଶାଶୁ ମୃତ୍ୟୁବରଣ କରିଥିବାବେଳେ ବୋହୂ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିଛି ଯାଜପୁର ବିଞ୍ଝାରପୁର ଥାନା ମଇଁନ୍ଦା ପେଟ୍ରୋଲ ପମ୍ପ ନିକଟରେ। ମୃତ ମହିଳା ଜଣକ ହେଲେ ଚନ୍ଦ୍ରମୁଁ ପଂଚାୟତ ବାଣପୁର ଗ୍ରାମର ସ୍ଵର୍ଣ୍ଣଳତା ରାଉତ । ସ୍ୱର୍ଣ୍ଣଲତା ତାଙ୍କ ବୋହୁ ସହ ସ୍କୁଟିରେ ଆସୁଥିବା ସମୟରେ ପଛପଟୁ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଶାଶୁ ସ୍ୱର୍ଣ୍ଣଲତାଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୁ ଗୁରୁତର ଆହତ ହୋଇଥିଲେ । ଗୁରୁତର ବୋହୂଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଆହୁରି ପଢ଼ନ୍ତୁ: କ୍ରସ୍ ଭୋଟିଂ ପାଇଁ ନବୀନଙ୍କ ଶକ୍ତ କାର୍ଯ୍ୟାନୁଷ୍ଠାନ: ବିଜେଡିରୁ ନିଲମ୍ବିତ ହେଲେ ୬ ବିଧାୟକ

ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରାଯାଇଛି । ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ହାଇଓ୍ୱାକୁ ଜବତ କରି ଚାଳକକୁ ଅଟକ ରଖିଛି। ଘଟଣା ସ୍ଥଳରେ ବିଞ୍ଝାରପୁର ପୋଲିସ ପଂହଁଚି ବୁଝାସୁଝା କରୁଛି ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ୟାସ ସଙ୍କଟକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର

25 Feb 2023 By The Sakala

ସ୍କୁଟିକୁ ପଛପଟୁ ଧକ୍କା ଦେଲା ହାଇଓ୍ୱା; ଶାଶୁ ମୃତ, ବୋହୂ ଗୁରୁତର

ଯାଜପୁର: ସ୍କୁଟିକୁ ପଛପଟୁ ଧକ୍କା ଦେଲା ହାଇଓ୍ୱା । ଦୁର୍ଘଟଣାରେ ସ୍କୁଟିରେ ବସିଥିବା ଶାଶୁ ମୃତ୍ୟୁବରଣ କରିଥିବାବେଳେ ବୋହୂ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣା ଘଟିଛି ଯାଜପୁର ବିଞ୍ଝାରପୁର ଥାନା ମଇଁନ୍ଦା ପେଟ୍ରୋଲ ପମ୍ପ ନିକଟରେ। ମୃତ ମହିଳା ଜଣକ ହେଲେ ଚନ୍ଦ୍ରମୁଁ ପଂଚାୟତ ବାଣପୁର ଗ୍ରାମର ସ୍ଵର୍ଣ୍ଣଳତା ରାଉତ । ସ୍ୱର୍ଣ୍ଣଲତା ତାଙ୍କ ବୋହୁ ସହ ସ୍କୁଟିରେ ଆସୁଥିବା ସମୟରେ ପଛପଟୁ ହାଇୱା ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ଶାଶୁ ସ୍ୱର୍ଣ୍ଣଲତାଙ୍କ ମୃତ୍ୟୁ ହୋଇଥିବା ବେଳେ ବୋହୁ ଗୁରୁତର ଆହତ ହୋଇଥିଲେ । ଗୁରୁତର ବୋହୂଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଦୁର୍ଘଟଣା ପରେ ସ୍ଥାନୀୟ ଅଂଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବି କରାଯାଇଛି । ବିଞ୍ଝାରପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ହାଇଓ୍ୱାକୁ ଜବତ କରି ଚାଳକକୁ ଅଟକ ରଖିଛି। ଘଟଣା ସ୍ଥଳରେ ବିଞ୍ଝାରପୁର ପୋଲିସ ପଂହଁଚି ବୁଝାସୁଝା କରୁଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର