ଟ୍ରକକୁ ପଛପଟୁ ପିଟିଲା ସ୍କୁଟି: ୨ମୃତ, ୧ ଗୁରୁତର

The Sakala Picture
Published On

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଫୁଲଝର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି ସ୍କୁଟି।  ଫଳକେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୨ ଯୁବକ କିଆଝର ଅଞ୍ଚଳର ମହେନ୍ଦ୍ର ଟୁଡୁ ଓ ମନ ମୁର୍ମୁ ହୋଇଥିବା ବେଳେ ଗୁରୁତର ଜଣକ କେନ୍ଦୁଝର […]

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଫୁଲଝର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି ସ୍କୁଟି।  ଫଳକେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୨ ଯୁବକ କିଆଝର ଅଞ୍ଚଳର ମହେନ୍ଦ୍ର ଟୁଡୁ ଓ ମନ ମୁର୍ମୁ ହୋଇଥିବା ବେଳେ ଗୁରୁତର ଜଣକ କେନ୍ଦୁଝର ଜିଲ୍ଲା ହରିଚନ୍ଦନ ପୁର ଅଞ୍ଚଳର କେଶବ ମାରାଣ୍ଡି ବୋଲି ଜଣା ପଡିଛି। ଆହତଙ୍କୁ ଦାନଗଦି ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ଏବେ ଅଲୋଡ଼ା, ମାତ୍ର 'ଉତ୍ତରପ୍ରଦେଶ ଏବେ ‘୫-ଟି’ର ଶ୍ରେଷ୍ଠ ମଡେ଼ଲ'

03 Jan 2023 By The Sakala

ଟ୍ରକକୁ ପଛପଟୁ ପିଟିଲା ସ୍କୁଟି: ୨ମୃତ, ୧ ଗୁରୁତର

ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଫୁଲଝର ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଏକ ଟ୍ରକ୍‌କୁ ପଛପଟୁ ଧକ୍କା ଦେଇଛି ସ୍କୁଟି।  ଫଳକେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ୨ ଯୁବକ କିଆଝର ଅଞ୍ଚଳର ମହେନ୍ଦ୍ର ଟୁଡୁ ଓ ମନ ମୁର୍ମୁ ହୋଇଥିବା ବେଳେ ଗୁରୁତର ଜଣକ କେନ୍ଦୁଝର ଜିଲ୍ଲା ହରିଚନ୍ଦନ ପୁର ଅଞ୍ଚଳର କେଶବ ମାରାଣ୍ଡି ବୋଲି ଜଣା ପଡିଛି। ଆହତଙ୍କୁ ଦାନଗଦି ମେଡ଼ିକାଲରେ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/jajpur/scooty-hits-truck-2-dead-1-seriously-injured/article-17838
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର