୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲା ଟ୍ରକ, ଚାଲିଗଲା ଡ୍ରାଇଭରଙ୍କ ଜୀବନ

The Sakala Picture
Published On

ଯାଜପୁର: ୧୧ କେଭ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୪ ଚକିଆ ଟ୍ରକ ସହ ଜଳିଗଲେ ଡ୍ରାଇଭର । ସ୍ଥାନୀୟ ଲୋକଙ୍କ ସହାୟତାରେ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି ଅଘଟଣ ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନାର ଟୋଲ ପ୍ଲାଜା ନିକଟସ୍ଥ ସିଙ୍ଗଡ଼ା ଛକ ନିକଟରେ । ମୃତକ ଜଣକ ହେଲେ ସ୍ଥାନୀୟ ଗୋଳେଇପୁର ଅଞ୍ଚଳର ସୁରେଶ […]

ଯାଜପୁର: ୧୧ କେଭ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୪ ଚକିଆ ଟ୍ରକ ସହ ଜଳିଗଲେ ଡ୍ରାଇଭର । ସ୍ଥାନୀୟ ଲୋକଙ୍କ ସହାୟତାରେ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି ଅଘଟଣ ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନାର ଟୋଲ ପ୍ଲାଜା ନିକଟସ୍ଥ ସିଙ୍ଗଡ଼ା ଛକ ନିକଟରେ । ମୃତକ ଜଣକ ହେଲେ ସ୍ଥାନୀୟ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ସୂଚନାଯୋଗ୍ୟ ଡ୍ରାଇଭର ଜଣକ ଗାଡି ଅନଲୋଡ଼ କରି ସିଙ୍ଗଡ଼ା ଗାଁ ଅଭିମୁଖେ ଯାଉଥିବା ବେଳେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ ତାର ଟ୍ରକରେ ଲାଗି ଯିବାରୁ ଟ୍ରକଟି ହଠାତ ଜାଳି ଉଠିଲା।ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

15 Oct 2022 By The Sakala

୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଳିଗଲା ଟ୍ରକ, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଯାଜପୁର: ୧୧ କେଭ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୪ ଚକିଆ ଟ୍ରକ ସହ ଜଳିଗଲେ ଡ୍ରାଇଭର । ସ୍ଥାନୀୟ ଲୋକଙ୍କ ସହାୟତାରେ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଭଳି ଅଘଟଣ ଘଟିଛି ଯାଜପୁର ଜିଲ୍ଲା ପାଣିକୋଇଲି ଥାନାର ଟୋଲ ପ୍ଲାଜା ନିକଟସ୍ଥ ସିଙ୍ଗଡ଼ା ଛକ ନିକଟରେ । ମୃତକ ଜଣକ ହେଲେ ସ୍ଥାନୀୟ ଗୋଳେଇପୁର ଅଞ୍ଚଳର ସୁରେଶ କୁମାର ଦାସ ।

ସୂଚନାଯୋଗ୍ୟ ଡ୍ରାଇଭର ଜଣକ ଗାଡି ଅନଲୋଡ଼ କରି ସିଙ୍ଗଡ଼ା ଗାଁ ଅଭିମୁଖେ ଯାଉଥିବା ବେଳେ ଝୁଲି ରହିଥିବା ୧୧ କେଭି ବିଦ୍ୟୁତ ତାର ଟ୍ରକରେ ଲାଗି ଯିବାରୁ ଟ୍ରକଟି ହଠାତ ଜାଳି ଉଠିଲା।ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଡ୍ରାଇଭରଙ୍କୁ ଉଦ୍ଧାର କରାଯାଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ପାଣିକୋଇଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

https://www.thesakala.in/latest-odisha-news/jajpur/truck-caught-fire-after-came-in-contact-with-11-kv-power-lines-driver-died/article-15756
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର