ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣା, ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ୍

The Sakala Picture
Published On

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ଆଜି ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି। ଏଡିଜେ କୋର୍ଟ-୨ ପକ୍ଷରୁ ପ୍ରକାଶିତ ରାୟରେ ଦୋଷୀ ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦିଆଯାଇଛି। ଜଟଣୀରେ ୨୦୧୭ ମାର୍ଚ୍ଚ ୨ରେ ଘଟିଥିଲା ଏହି ହତ୍ୟାକାଣ୍ଡ। […]

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ଆଜି ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି। ଏଡିଜେ କୋର୍ଟ-୨ ପକ୍ଷରୁ ପ୍ରକାଶିତ ରାୟରେ ଦୋଷୀ ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦିଆଯାଇଛି। ଜଟଣୀରେ ୨୦୧୭ ମାର୍ଚ୍ଚ ୨ରେ ଘଟିଥିଲା ଏହି ହତ୍ୟାକାଣ୍ଡ। ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରା ମାରଣାସ୍ତ୍ର ଓ ଲୁହାରଡରେ ଅନୁପଙ୍କୁ ପିଟିପିଟି ହତ୍ୟା କରିଥିଲେ।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

25 Mar 2025 By The Sakala

ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣା, ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ୍

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଜଟଣୀ ହତ୍ୟାକାଣ୍ଡ ଘଟଣାରେ ଆଜି ୪ ହତ୍ୟାକରୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ଏଡିଜେ କୋର୍ଟ-୨ । ୨୦୧୭ ମାର୍ଚ୍ଚ ୨ ତାରିଖରେ ଘଟିଥିବା ଜଟଣୀ ଅନୁପ ବେହେରା ହତ୍ୟାକାଣ୍ଡ ମାମଲାରେ ରାୟ ପ୍ରକାଶ ପାଇଛି। ଏଡିଜେ କୋର୍ଟ-୨ ପକ୍ଷରୁ ପ୍ରକାଶିତ ରାୟରେ ଦୋଷୀ ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରାଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ଦିଆଯାଇଛି। ଜଟଣୀରେ ୨୦୧୭ ମାର୍ଚ୍ଚ ୨ରେ ଘଟିଥିଲା ଏହି ହତ୍ୟାକାଣ୍ଡ। ହାଲୁ ବେହେରା, ମୃଣାଲ ବେହେରା, ଗୋପୀନାଥ ବେହେରା ଏବଂ ନାଲୁ ବେହେରା ମାରଣାସ୍ତ୍ର ଓ ଲୁହାରଡରେ ଅନୁପଙ୍କୁ ପିଟିପିଟି ହତ୍ୟା କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର