ଜୟନାରାୟଣଙ୍କ ପାଗଳାମୀ ରାଜ୍ୟ ବିଜେପିକୁ ବୁଡାଇବ: ବିଜେଡି

The Sakala Picture
Published On

ଭୁବନେଶ୍ୱର: ଧନ୍ୟବାଦ ଜୟ ନାରାୟଣ ବାବୁ, ଆପଣ ଯେଉଁଭଳି ପାଗଳର ପ୍ରଳାପ କରୁଛନ୍ତି ଲାଗୁଛି ଆଗାମୀ ନିର୍ବାଚନରେ ଆଉ ବିଜେଡିକୁ ପ୍ରଚାର କରିବା ଦରକାର ପଡିବ ନାହିଁ । ଆପଣଙ୍କର ଏଭଳି ପାଗଳାମୀ ରାଜ୍ୟ ବିଜେପିକୁ ଧ୍ୱଂସ କରିଦେବାକୁ ଯଥେଷ୍ଟ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ । ବିରୋଧିଦଳ ନେତା ଜୟନାରାୟଣ ମିଶ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ପ୍ରବକ୍ତା ଶ୍ରୀମତୀ ସାହୁ କହିଛନ୍ତି ଯେ ଶୁଣିବାକୁ ମିଳିଲା କୋଲକାତାରେ ଚିକିତ୍ସିତ ହେଉଥିବା […]

ଭୁବନେଶ୍ୱର: ଧନ୍ୟବାଦ ଜୟ ନାରାୟଣ ବାବୁ, ଆପଣ ଯେଉଁଭଳି ପାଗଳର ପ୍ରଳାପ କରୁଛନ୍ତି ଲାଗୁଛି ଆଗାମୀ ନିର୍ବାଚନରେ ଆଉ ବିଜେଡିକୁ ପ୍ରଚାର କରିବା ଦରକାର ପଡିବ ନାହିଁ । ଆପଣଙ୍କର ଏଭଳି ପାଗଳାମୀ ରାଜ୍ୟ ବିଜେପିକୁ ଧ୍ୱଂସ କରିଦେବାକୁ ଯଥେଷ୍ଟ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ବିରୋଧିଦଳ ନେତା ଜୟନାରାୟଣ ମିଶ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ପ୍ରବକ୍ତା ଶ୍ରୀମତୀ ସାହୁ କହିଛନ୍ତି ଯେ ଶୁଣିବାକୁ ମିଳିଲା କୋଲକାତାରେ ଚିକିତ୍ସିତ ହେଉଥିବା ହସ୍ପିଟାଲରୁ ଆପଣ ଅଧାରୁ ଚାଲିଆସିଛନ୍ତି । ସେଠାରେ ପାଗଳାମୀ ଦୂର କରିବାକୁ ଇଲେକ୍ଟ୍ରିକ ସକ୍‌ ଟ୍ରିଟମେଣ୍ଟ ଆରମ୍ଭ କରାଯିବା ଶୁଣି ଛାନିଆ ହୋଇ ଚାଲିଆସିଲେ ।

ଆହୁରି ପଢ଼ନ୍ତୁ: ସମ୍ବଲପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସିମେଣ୍ଟ ମିକ୍ସଚର ଟ୍ରକ୍ ଧକ୍କାରେ ବାପା ଓ ଝିଅଙ୍କ ମୃତ୍ୟୁ

ଯେହେତୁ ଆପଣ ସଂପୂର୍ଣ୍ଣ ଆରୋଗ୍ୟ ହୋଇନାହାନ୍ତି, ତେଣୁ ପାଗଳର ପ୍ରଳାପ ଜାରି ରଖିଛନ୍ତି । ଜୟନାରାୟଣ ବାବୁ, ନା ଆପଣ ରାଜ୍ୟ ବିଜେପି ସଭାପତିଙ୍କ କଥା ଶୁଣୁଛନ୍ତି, ନା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଥାକୁ ଗୁରୁତ୍ୱ ଦେଉଛନ୍ତି । ଯଦି ଆଗାମୀ ୬ ମାସ ଏଭଳି ଆପଣ ବାଚାଳାମୀ ଜାରି ରଖନ୍ତି ତେବେ ରାଜ୍ୟ ବିଜେପିର ଆସନ ସଂଖ୍ୟା ବିଧାନସଭାରେ ୨୨ ରୁ ୨କୁ ଖସିଆସିବାଟା ଏକ ପ୍ରକାର ନିଶ୍ଚିତ ବୋଲି ଶ୍ରୀମତୀ ସାହୁ କହିଛନ୍ତି ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

04 Oct 2023 By The Sakala

ଜୟନାରାୟଣଙ୍କ ପାଗଳାମୀ ରାଜ୍ୟ ବିଜେପିକୁ ବୁଡାଇବ: ବିଜେଡି

ଭୁବନେଶ୍ୱର: ଧନ୍ୟବାଦ ଜୟ ନାରାୟଣ ବାବୁ, ଆପଣ ଯେଉଁଭଳି ପାଗଳର ପ୍ରଳାପ କରୁଛନ୍ତି ଲାଗୁଛି ଆଗାମୀ ନିର୍ବାଚନରେ ଆଉ ବିଜେଡିକୁ ପ୍ରଚାର କରିବା ଦରକାର ପଡିବ ନାହିଁ । ଆପଣଙ୍କର ଏଭଳି ପାଗଳାମୀ ରାଜ୍ୟ ବିଜେପିକୁ ଧ୍ୱଂସ କରିଦେବାକୁ ଯଥେଷ୍ଟ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ।

ବିରୋଧିଦଳ ନେତା ଜୟନାରାୟଣ ମିଶ୍ରଙ୍କ ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ବିଜେଡି ପ୍ରବକ୍ତା ଶ୍ରୀମତୀ ସାହୁ କହିଛନ୍ତି ଯେ ଶୁଣିବାକୁ ମିଳିଲା କୋଲକାତାରେ ଚିକିତ୍ସିତ ହେଉଥିବା ହସ୍ପିଟାଲରୁ ଆପଣ ଅଧାରୁ ଚାଲିଆସିଛନ୍ତି । ସେଠାରେ ପାଗଳାମୀ ଦୂର କରିବାକୁ ଇଲେକ୍ଟ୍ରିକ ସକ୍‌ ଟ୍ରିଟମେଣ୍ଟ ଆରମ୍ଭ କରାଯିବା ଶୁଣି ଛାନିଆ ହୋଇ ଚାଲିଆସିଲେ ।

ଯେହେତୁ ଆପଣ ସଂପୂର୍ଣ୍ଣ ଆରୋଗ୍ୟ ହୋଇନାହାନ୍ତି, ତେଣୁ ପାଗଳର ପ୍ରଳାପ ଜାରି ରଖିଛନ୍ତି । ଜୟନାରାୟଣ ବାବୁ, ନା ଆପଣ ରାଜ୍ୟ ବିଜେପି ସଭାପତିଙ୍କ କଥା ଶୁଣୁଛନ୍ତି, ନା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କଥାକୁ ଗୁରୁତ୍ୱ ଦେଉଛନ୍ତି । ଯଦି ଆଗାମୀ ୬ ମାସ ଏଭଳି ଆପଣ ବାଚାଳାମୀ ଜାରି ରଖନ୍ତି ତେବେ ରାଜ୍ୟ ବିଜେପିର ଆସନ ସଂଖ୍ୟା ବିଧାନସଭାରେ ୨୨ ରୁ ୨କୁ ଖସିଆସିବାଟା ଏକ ପ୍ରକାର ନିଶ୍ଚିତ ବୋଲି ଶ୍ରୀମତୀ ସାହୁ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର