ଖୁବ୍‌‌ଶୀଘ୍ର ପ୍ରକାଶ ପାଇବ ଜେଇଇ ମେନ୍‌‌ ରେଜଲ୍ଟ, ଜୁନ୍‌‌ ୪ରେ ଜେଇଇ ଆଡଭାନ୍ସଡ୍‌‌

The Sakala Picture
Published On

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ଜେଇଇ (ଯୁଗ୍ମ ପ୍ରବେଶିକା ପରୀକ୍ଷା) ରେଜଲ୍ଟ ଖୁବଶୀଘ୍ର ପ୍ରକାଶ ପାଇବ। ଚଳିତ ମାସ ଶେଷ ସୁଦ୍ଧା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍‌‌ ଏପ୍ରିଲ ୬ ତାରିଖଠୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହୋଇଥିବା ବେଳେ ଏହି ପର୍ଯ୍ୟାୟରେ ପ୍ରାୟ ୮ଲକ୍ଷ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେଇଛନ୍ତି। ରାଜ୍ୟର ପାଖାପାଖି ୨୦ ହଜାର ଛାତ୍ରଛାତ୍ରୀ ଚଳିତ ପର୍ଯ୍ୟାୟରେ ପ୍ରବେଶିକା ଦେଇଥିବା […]

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ଜେଇଇ (ଯୁଗ୍ମ ପ୍ରବେଶିକା ପରୀକ୍ଷା) ରେଜଲ୍ଟ ଖୁବଶୀଘ୍ର ପ୍ରକାଶ ପାଇବ। ଚଳିତ ମାସ ଶେଷ ସୁଦ୍ଧା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍‌‌ ଏପ୍ରିଲ ୬ ତାରିଖଠୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହୋଇଥିବା ବେଳେ ଏହି ପର୍ଯ୍ୟାୟରେ ପ୍ରାୟ ୮ଲକ୍ଷ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେଇଛନ୍ତି। ରାଜ୍ୟର ପାଖାପାଖି ୨୦ ହଜାର ଛାତ୍ରଛାତ୍ରୀ ଚଳିତ ପର୍ଯ୍ୟାୟରେ ପ୍ରବେଶିକା ଦେଇଥିବା ସୂଚନା ମିଳିଛି। ଜେଇଇ ମେନ୍‌‌ ଫଳ ପ୍ରକାଶ ପାଇବା ପରେ ମେ’ ୫ ତାରିଖ ସୁଦ୍ଧା ମେଧାବୀ ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍‌‌ ପାଇଁ ପଞ୍ଜୀକରଣ କରିବେ। ଜୁନ୍‌‌ ୪ ତାରିଖରେ ଦେଶର ୨୩ଟି ଆଇଆଇଟିରେ ନାମଲେଖା ପାଇଁ ଜେଇଇ ଆଡଭାନ୍ସଡ୍‌‌ ପରୀକ୍ଷା ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

24 Apr 2023 By The Sakala

ଖୁବ୍‌‌ଶୀଘ୍ର ପ୍ରକାଶ ପାଇବ ଜେଇଇ ମେନ୍‌‌ ରେଜଲ୍ଟ, ଜୁନ୍‌‌ ୪ରେ ଜେଇଇ ଆଡଭାନ୍ସଡ୍‌‌

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ଜେଇଇ (ଯୁଗ୍ମ ପ୍ରବେଶିକା ପରୀକ୍ଷା) ରେଜଲ୍ଟ ଖୁବଶୀଘ୍ର ପ୍ରକାଶ ପାଇବ। ଚଳିତ ମାସ ଶେଷ ସୁଦ୍ଧା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ବୋଲି ଏନ୍‌ଟିଏ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ଜେଇଇ ମେନ୍‌‌ ଏପ୍ରିଲ ୬ ତାରିଖଠୁ ଆରମ୍ଭ ହୋଇ ୧୫ ତାରିଖରେ ଶେଷ ହୋଇଥିବା ବେଳେ ଏହି ପର୍ଯ୍ୟାୟରେ ପ୍ରାୟ ୮ଲକ୍ଷ ଛାତ୍ରଛାତ୍ରୀ ପ୍ରବେଶିକା ପରୀକ୍ଷା ଦେଇଛନ୍ତି। ରାଜ୍ୟର ପାଖାପାଖି ୨୦ ହଜାର ଛାତ୍ରଛାତ୍ରୀ ଚଳିତ ପର୍ଯ୍ୟାୟରେ ପ୍ରବେଶିକା ଦେଇଥିବା ସୂଚନା ମିଳିଛି। ଜେଇଇ ମେନ୍‌‌ ଫଳ ପ୍ରକାଶ ପାଇବା ପରେ ମେ’ ୫ ତାରିଖ ସୁଦ୍ଧା ମେଧାବୀ ଛାତ୍ରଛାତ୍ରୀ ଜେଇଇ ଆଡଭାନ୍ସଡ୍‌‌ ପାଇଁ ପଞ୍ଜୀକରଣ କରିବେ। ଜୁନ୍‌‌ ୪ ତାରିଖରେ ଦେଶର ୨୩ଟି ଆଇଆଇଟିରେ ନାମଲେଖା ପାଇଁ ଜେଇଇ ଆଡଭାନ୍ସଡ୍‌‌ ପରୀକ୍ଷା ଅନୁଷ୍ଠିତ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର