ଲାଞ୍ଚ ନେଉଥିବା ବେଳେ ବିଇଓଙ୍କୁ ମାଡ଼ିବସିଲା ଭିଜିଲାନ୍ସ

The Sakala Picture
Published On

ପଦ୍ମପୁର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି ବରଗଡ଼ ଜିଲ୍ଲା ଝାରବନ୍ଦ ବିଇଓ ରଞ୍ଜିତ ଭୋଇ। ଜଣେ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ରଞ୍ଜିତ  ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି  ଡୁଙ୍ଗୁରିପାଲି ସ୍କୁଲର ଜଣେ ଶିକ୍ଷକ ତ୍ରିନାଥ ସେଠଙ୍କ ଦରମା ବନ୍ଦ କରିବା ପରେ ୫ ହଜାର ଟଙ୍କା ଦାବି କରିଥିଲେ। ଆଜି ଶିକ୍ଷକ ତ୍ରିନାଥ ସେଠଙ୍କ ଘରକୁ ଯାଇ ୫ ହଜାର ଲାଞ୍ଚ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ମାଡିବସିଥିଲା ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବା ସମ୍ଭାବନା

09 Jun 2022 By The Sakala

ଲାଞ୍ଚ ନେଉଥିବା ବେଳେ ବିଇଓଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ପଦ୍ମପୁର: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରିପଡ଼ିଛନ୍ତି ବରଗଡ଼ ଜିଲ୍ଲା ଝାରବନ୍ଦ ବିଇଓ ରଞ୍ଜିତ ଭୋଇ। ଜଣେ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ରଞ୍ଜିତ  ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି  ଡୁଙ୍ଗୁରିପାଲି ସ୍କୁଲର ଜଣେ ଶିକ୍ଷକ ତ୍ରିନାଥ ସେଠଙ୍କ ଦରମା ବନ୍ଦ କରିବା ପରେ ୫ ହଜାର ଟଙ୍କା ଦାବି କରିଥିଲେ। ଆଜି ଶିକ୍ଷକ ତ୍ରିନାଥ ସେଠଙ୍କ ଘରକୁ ଯାଇ ୫ ହଜାର ଲାଞ୍ଚ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ମାଡିବସିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର