ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା, ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା…

The Sakala Picture
Published On

ଝାରସୁଗୁଡା: ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା।  ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ମାମଲା ଚାଲିବ। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧରଙ୍କ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଟଙ୍କଧରଙ୍କ ବିରୋଧରେ ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ନେଇ ସତ୍ୟପାଠ ଦାଖଲ କରିବାକୁ ଦୀପାଳି ଦାସଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇବା ଅସାଧୁ ଉପାୟ ଅବଲମ୍ବନ ବୋଲି ହାଇକୋର୍ଟଙ୍କ ମତ। ଏପ୍ରିଲ ୨୪ ତାରିଖରେ ମାମଲାର […]

ଝାରସୁଗୁଡା: ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା।  ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ମାମଲା ଚାଲିବ। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧରଙ୍କ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଟଙ୍କଧରଙ୍କ ବିରୋଧରେ ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ନେଇ ସତ୍ୟପାଠ ଦାଖଲ କରିବାକୁ ଦୀପାଳି ଦାସଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇବା ଅସାଧୁ ଉପାୟ ଅବଲମ୍ବନ ବୋଲି ହାଇକୋର୍ଟଙ୍କ ମତ। ଏପ୍ରିଲ ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

ଆହୁରି ପଢ଼ନ୍ତୁ: ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ: ପଟ୍ଟାମୁଣ୍ଡାଇ ଅବକାରୀ SI ଛାୟାକାନ୍ତ ନାୟକଙ୍କ ନାଁରେ ରୁଜୁ ହେଲା ମାମଲା

21 Mar 2025 By The Sakala

ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା, ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ଚାଲିବ ମାମଲା…

ଝାରସୁଗୁଡା: ଝାରସୁଗୁଡା ବିଧାନସଭା ନିର୍ବାଚନୀ ମାମଲା। ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ଝଟକା।  ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ବିରୋଧରେ ମାମଲା ଚାଲିବ। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧରଙ୍କ ଆବେଦନ ହାଇକୋର୍ଟ ଖାରଜ କରିଛନ୍ତି। ଟଙ୍କଧରଙ୍କ ବିରୋଧରେ ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ନେଇ ସତ୍ୟପାଠ ଦାଖଲ କରିବାକୁ ଦୀପାଳି ଦାସଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀକ ମାମଲା ସମ୍ପର୍କରେ ତଥ୍ୟ ଲୁଚାଇବା ଅସାଧୁ ଉପାୟ ଅବଲମ୍ବନ ବୋଲି ହାଇକୋର୍ଟଙ୍କ ମତ। ଏପ୍ରିଲ ୨୪ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର