ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ପରଲୋକରେ ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେ

The Sakala Picture
Published On

ଝାରସୁଗୁଡ଼ା: ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହୋଇଛି । ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କଂଗ୍ରେସରେ ଜଣେ ବରିଷ୍ଠ ନେତା ଭାବେ ବେଶ୍‌ ଜଣାଶୁଣା ଥିଲେ ବିରେନ୍ଦ୍ର । ସେ ଝାରସୁଗୁଡ଼ାରୁ କଂଗ୍ରେସ ଟିକେଟରେ ୩ ଥର ନିର୍ବାଚନ […]

ଝାରସୁଗୁଡ଼ା: ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହୋଇଛି । ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରେମିକାକୁ ହତ୍ୟା କରି ଦୁର୍ଘଟଣା ରୂପ ଦେଇଥିଲା ପ୍ରେମିକ, ବାନ୍ଧିଲା ପୋଲିସ

କଂଗ୍ରେସରେ ଜଣେ ବରିଷ୍ଠ ନେତା ଭାବେ ବେଶ୍‌ ଜଣାଶୁଣା ଥିଲେ ବିରେନ୍ଦ୍ର । ସେ ଝାରସୁଗୁଡ଼ାରୁ କଂଗ୍ରେସ ଟିକେଟରେ ୩ ଥର ନିର୍ବାଚନ ଜିତିଥିଲେ। ସେ ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ବୀରେନ୍ଦ୍ର ପାଣ୍ଡେ ଝାରସୁଗୁଡ଼ାର ପୌରପାଳ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ସେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସର ସଭାପତି ଭାବେ ମଧ୍ୟ ଦାୟିତ୍ବ ବହନ କରିଥିଲେ। ବିରେନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ଖବର ଶୁଣି ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜର ଛଉ ନୃତ୍ୟଗୁରୁ ପାଗୁଲୁ ଜେନାଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ସମ୍ମାନ

19 Mar 2023 By The Sakala

ପରଲୋକରେ ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେ

ଝାରସୁଗୁଡ଼ା: ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ପାଣ୍ଡେଙ୍କ ପରଲୋକ ହୋଇଛି । ଆଜି ଭୋର ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାପଡିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଯକୃତ ରୋଗରେ ପୀଡିତ ଥିଲେ। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।

କଂଗ୍ରେସରେ ଜଣେ ବରିଷ୍ଠ ନେତା ଭାବେ ବେଶ୍‌ ଜଣାଶୁଣା ଥିଲେ ବିରେନ୍ଦ୍ର । ସେ ଝାରସୁଗୁଡ଼ାରୁ କଂଗ୍ରେସ ଟିକେଟରେ ୩ ଥର ନିର୍ବାଚନ ଜିତିଥିଲେ। ସେ ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାଛଡ଼ା ବୀରେନ୍ଦ୍ର ପାଣ୍ଡେ ଝାରସୁଗୁଡ଼ାର ପୌରପାଳ ଭାବେ ମଧ୍ୟ ନିର୍ବାଚିତ ହୋଇଥିଲେ। ସେ ଝାରସୁଗୁଡ଼ା ଜିଲ୍ଲା କଂଗ୍ରେସର ସଭାପତି ଭାବେ ମଧ୍ୟ ଦାୟିତ୍ବ ବହନ କରିଥିଲେ। ବିରେନ୍ଦ୍ର ପାଣ୍ଡେଙ୍କ ଦେହାନ୍ତ ଖବର ଶୁଣି ପୁରା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର