ଅବୋଲି ସୁନୀଲ ନରଭଣେ ହେଲେ ଝାରସୁଗୁଡାର ନୂଆ ଜିଲ୍ଲାପାଳ

The Sakala Picture
Published On

ଭୁବନେଶ୍ୱର: ବଦଳିଲେ ଝାରସୁଗୁଡା ଜିଲ୍ଲାପାଳ। ୨୦୧୫ ବ୍ୟାଚ୍‌ର ଆଇଏଏସ୍‍ ଅବୋଲି ସୁନୀଲ ନରଭଣେ ହେଲେ ଝାରସୁଗୁଡାର ନୂଆ ଜିଲ୍ଲାପାଳ। ନରଭଣେ ପୂର୍ବରୁ ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଉଥିଲେ। ତାଙ୍କୁ ଝାରସୁଗୁଡାରେ ତୁରନ୍ତ ଯୋଗଦାନ ପାଇଁ ନିର୍ଦ୍ଦେଶ ବିଭାଗୀୟ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର