ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲା: ପାଇଖାନା ଟାଙ୍କିରୁ ମିଳିଲା ଗୋପାଳର ହାତଲେଖା ଚିଠି

The Sakala Picture
Published On

ଝାରସୁଗୁଡ଼ା : ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି । ଚିଠିରେ ଆଂଶିକ ଲେଖା ଲିଭି ଯାଇଥିବାରୁ ଚିଠିକୁ ଫରେନସିକ ଲ୍ୟାବ ପଠାଯାଇଛି । ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ […]

ଝାରସୁଗୁଡ଼ା : ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ଚିଠିରେ ଆଂଶିକ ଲେଖା ଲିଭି ଯାଇଥିବାରୁ ଚିଠିକୁ ଫରେନସିକ ଲ୍ୟାବ ପଠାଯାଇଛି । ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ ଯାଇଥିଲା l ସେଠି ଗୋପାଳ କାଗଜରେ କିଛି ତଥ୍ୟ ଲେଖି ଛାଡି ଥିବା ନେଇ ଜଣାପଡ଼ିଥିଲା । ଗତକାଲି ରାତିରେ ପାଇଖାନା ଟାଙ୍କିକୁ ଖୋଲା ଯାଇଥିଲା । ସେଠାରୁ ଗୋପାଳର ହାତ ଲେଖା ଚିଠି ମିଳିଛି । ଏହି ଚିଠିରୁ କିଛି ବଡ଼ ସୁରାକ ମିଳିପାରେ ବୋଲି ଅନୁମାନ କରାଯାଉଛି ।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

02 Feb 2023 By The Sakala

ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲା: ପାଇଖାନା ଟାଙ୍କିରୁ ମିଳିଲା ଗୋପାଳର ହାତଲେଖା ଚିଠି

ଝାରସୁଗୁଡ଼ା : ଝାରସୁଗୁଡାରେ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚର ରାତି ଅଧିଆ ଛାନଭିନ୍ । ଗତକାଲି ଦିନ ତମାମ କ୍ରାଇମବ୍ରାଞ୍ଚର ଛାନଭିନ ପରେ କିଛି ସୁରାଗ ପାଇଁ ଝାରସୁଗୁଡା ବିମାନ ବନ୍ଦର ଥାନା ପାଇଖାନl ଟାଙ୍କିରେ ଖୋଳାଖୋଳି କରାଯାଇଛି । ଗୋପାଳର ହାତ ଲେଖା ଚିଠି ସେଠାରୁ ମିଳିଛି ।

ଚିଠିରେ ଆଂଶିକ ଲେଖା ଲିଭି ଯାଇଥିବାରୁ ଚିଠିକୁ ଫରେନସିକ ଲ୍ୟାବ ପଠାଯାଇଛି । ହତ୍ୟାକାଣ୍ଡ ଦିନ ଅଭିଯୁକ୍ତ ଗୋପାଳ ଏୟାରପୋର୍ଟ ଥାନାକୁ ନିଆ ଯାଇଥିଲା l ସେଠି ଗୋପାଳ କାଗଜରେ କିଛି ତଥ୍ୟ ଲେଖି ଛାଡି ଥିବା ନେଇ ଜଣାପଡ଼ିଥିଲା । ଗତକାଲି ରାତିରେ ପାଇଖାନା ଟାଙ୍କିକୁ ଖୋଲା ଯାଇଥିଲା । ସେଠାରୁ ଗୋପାଳର ହାତ ଲେଖା ଚିଠି ମିଳିଛି । ଏହି ଚିଠିରୁ କିଛି ବଡ଼ ସୁରାକ ମିଳିପାରେ ବୋଲି ଅନୁମାନ କରାଯାଉଛି ।

https://www.thesakala.in/latest-odisha-news/jharsuguda-news/minister-nab-kishore-das-murder-case-gopals-handwritten-letter-found-in-pikhana-tank/article-18611
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର