ଝାରସୁଗୁଡ଼ାରେ ନାବାଳିକା ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

The Sakala Picture
Published On

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ସେଖ୍‌ ଆସିଫ ସହ ଅଭିଷେକ ବାରିକକୁ ଏନ୍‌କାଉଣ୍ଟର। ଝାରସୁଗୁଡା ଜିଲ୍ଲା ବେଲପାହାଡ ବ୍ରଜରାଜନଗର ମଧ୍ୟରେ ଥିବା ଚୁଁଆକାନି ଜଙ୍ଗଲରେ ବେଲପାହାଡ଼ ପୁଲିସର ଏନ୍‌କାଉଣ୍ଟର । ଏ ନେଇ ସୂଚନା ଦେଇଛନ୍ତି ଉତ୍ତରାଞ୍ଚଳ ଆଇଜିଙ୍କ ସହ ଝାରସୁଗୁଡ଼ା ଏସ୍‌ପି। ଉଭୟ ଅଭିଯୁକ୍ତ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ପୁଲିସ ଧରିବାକୁ ଯାଇଥିବା ବେଳେ ଆକ୍ରମଣ କରିଥିଲେ। ପୂର୍ବରୁ ଆସିଫ ନାଁରେ ୨ଟି ମାମଲା ରହିଛି। ଦୁର୍ଷ୍କମ ମାମଲାରେ […]

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ସେଖ୍‌ ଆସିଫ ସହ ଅଭିଷେକ ବାରିକକୁ ଏନ୍‌କାଉଣ୍ଟର। ଝାରସୁଗୁଡା ଜିଲ୍ଲା ବେଲପାହାଡ ବ୍ରଜରାଜନଗର ମଧ୍ୟରେ ଥିବା ଚୁଁଆକାନି ଜଙ୍ଗଲରେ ବେଲପାହାଡ଼ ପୁଲିସର ଏନ୍‌କାଉଣ୍ଟର । ଏ ନେଇ ସୂଚନା ଦେଇଛନ୍ତି ଉତ୍ତରାଞ୍ଚଳ ଆଇଜିଙ୍କ ସହ ଝାରସୁଗୁଡ଼ା ଏସ୍‌ପି। ଉଭୟ ଅଭିଯୁକ୍ତ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ପୁଲିସ ଧରିବାକୁ ଯାଇଥିବା ବେଳେ ଆକ୍ରମଣ କରିଥିଲେ। ପୂର୍ବରୁ ଆସିଫ ନାଁରେ ୨ଟି ମାମଲା ରହିଛି। ଦୁର୍ଷ୍କମ ମାମଲାରେ ଆସିଫର ସହଯୋଗୀ ଏବେ ବି ଫେରାର ରହିଛି।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

12 Apr 2025 By The Sakala

ଝାରସୁଗୁଡ଼ାରେ ନାବାଳିକା ଦୁଷ୍କର୍ମ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ୨ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର। ସେଖ୍‌ ଆସିଫ ସହ ଅଭିଷେକ ବାରିକକୁ ଏନ୍‌କାଉଣ୍ଟର। ଝାରସୁଗୁଡା ଜିଲ୍ଲା ବେଲପାହାଡ ବ୍ରଜରାଜନଗର ମଧ୍ୟରେ ଥିବା ଚୁଁଆକାନି ଜଙ୍ଗଲରେ ବେଲପାହାଡ଼ ପୁଲିସର ଏନ୍‌କାଉଣ୍ଟର । ଏ ନେଇ ସୂଚନା ଦେଇଛନ୍ତି ଉତ୍ତରାଞ୍ଚଳ ଆଇଜିଙ୍କ ସହ ଝାରସୁଗୁଡ଼ା ଏସ୍‌ପି। ଉଭୟ ଅଭିଯୁକ୍ତ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ନେଇ ଅଭିଯୋଗ ହୋଇଥିଲା । ପୁଲିସ ଧରିବାକୁ ଯାଇଥିବା ବେଳେ ଆକ୍ରମଣ କରିଥିଲେ। ପୂର୍ବରୁ ଆସିଫ ନାଁରେ ୨ଟି ମାମଲା ରହିଛି। ଦୁର୍ଷ୍କମ ମାମଲାରେ ଆସିଫର ସହଯୋଗୀ ଏବେ ବି ଫେରାର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର