ମନୋରଞ୍ଜନ

ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା
୬୬ ବର୍ଷ ବୟସରେ ସର୍ଟସ୍ ପିନ୍ଧି ଟ୍ରୋଲ୍ ହେଲେ ନୀନା ଗୁପ୍ତା, ହେଟର୍ସଙ୍କୁ ଦେଲେ କଡ଼ା ଜବାବ; ଜାଣନ୍ତୁ କେବେ ଆସିବ 'ପଞ୍ଚାୟତ ୫'?

ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

Madhusudan Das Picture
Published On

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଲଜ୍ଜ୍ୟା । ରୋଗୀଙ୍କ ସହ ଆସିଥିବା ନାବାଳିକା ଆଟେଣ୍ଡାଣ୍ଟଙ୍କୁ ଦୁଷ୍କର୍ମ ଅଭିଯୋଗ । ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ସହଯୋଗୀ ଭାବେ ଆସିଥିବା ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ମହିଳାଙ୍କ ସମେତ ୩ ଗିରଫ ଜଣଙ୍କୁ ବାନ୍ଧିଲା ପୋଲିସ । 

ଆହୁରି ପଢ଼ନ୍ତୁ: ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ଅଭିନେତା ଗିରଫ, ବିବାହର ପ୍ରତିଶ୍ରୁତି ଦେଇ ରଖିଥିଲେ ଶାରୀରିକ ସମ୍ପର୍କ

ସୂଚନା ଅନୁଯାୟୀ, ନାବାଳିକା ଜଣକ ନିଜ ଖୁଡ଼ୀଙ୍କ ସହ ତାଙ୍କ କାକାଙ୍କ ଚିକିତ୍ସା ପାଇଁ ଡାକ୍ତରଖାନା ଆସିଥିଲେ। ମୁଖ୍ୟ ଅଭିଯୁକ୍ତ, ବୁରୋମାଲ ଅଞ୍ଚଳର ରାଜା ବେସନ (୨୪), ନାବାଳିକା ଜଣକ ଡାକ୍ତରଖାନାରେ ଏକା ଥିବା ଦେଖି   ଜୋର ଜବରଦସ୍ତ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିପାଇଁ ରାଜାଙ୍କୁ ସ୍ଥାନୀୟ ଅଞ୍ଚଳର ଆକାଶ ପ୍ରଧାନ ଏବଂ ତୃପ୍ତି ନାଏକ ନାମକ ଜଣେ ଯୁବତୀ ସହଯୋଗ କରିଥିଲେ ।

ଆହୁରି ପଢ଼ନ୍ତୁ: ରାଜରାସ୍ତାରେ ଚାଷୀ; ସରକାର ଉତ୍ସବ ମନାଉଛନ୍ତି: ବିଜେଡି

ଅଭିଯୋଗ ପାଇବା ପରେ ଏୟାରପୋର୍ଟ ଥାନା ପୋଲିସ ତଦନ୍ତ ଆରମ୍ଭ କରି ଆକାଶ ଏବଂ ତୃପ୍ତିଙ୍କୁ ବୁରୋମାଲରୁ ଗିରଫ କରିଥିଲା। ପରେ ମୁଖ୍ୟ ଅଭିଯୁକ୍ତ ରାଜା ମଧ୍ୟ ପୋଲିସ ହାତରେ ଧରାପଡ଼ିଥିଲା। ତିନି ଅଭିଯୁକ୍ତଙ୍କ ବିରୋଧରେ ପୋକ୍ସୋ ଆଇନ (POCSO Act) ର ବିଭିନ୍ନ ଦଫା ଲଗାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ପୋଲିସ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା କରାଇବା ସହ ଘଟଣାର ଅଧିକ ସୂଚନା ପାଇଁ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ପୁଲିସ ଏସଆଇ ପ୍ରଶ୍ନପତ୍ର ଲିକ୍ ମାମଲା: ୧୭ ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ

21 May 2026 By Madhusudan Das

ଝାରସୁଗୁଡ଼ାରେ ଲଜ୍ଜ୍ୟା: ମୁଖ୍ୟ ଡାକ୍ତରଖାନାରୁ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ, ମହିଳାଙ୍କ ସମେତ ୩ ଗିରଫ

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଲଜ୍ଜ୍ୟା । ରୋଗୀଙ୍କ ସହ ଆସିଥିବା ନାବାଳିକା ଆଟେଣ୍ଡାଣ୍ଟଙ୍କୁ ଦୁଷ୍କର୍ମ ଅଭିଯୋଗ । ଝାରସୁଗୁଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ସମ୍ପର୍କୀୟଙ୍କ ଚିକିତ୍ସା ପାଇଁ ସହଯୋଗୀ ଭାବେ ଆସିଥିବା ଜଣେ ୧୩ ବର୍ଷୀୟା ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଜଣେ ମହିଳାଙ୍କ ସମେତ ୩ ଗିରଫ ଜଣଙ୍କୁ ବାନ୍ଧିଲା ପୋଲିସ । 

ସୂଚନା ଅନୁଯାୟୀ, ନାବାଳିକା ଜଣକ ନିଜ ଖୁଡ଼ୀଙ୍କ ସହ ତାଙ୍କ କାକାଙ୍କ ଚିକିତ୍ସା ପାଇଁ ଡାକ୍ତରଖାନା ଆସିଥିଲେ। ମୁଖ୍ୟ ଅଭିଯୁକ୍ତ, ବୁରୋମାଲ ଅଞ୍ଚଳର ରାଜା ବେସନ (୨୪), ନାବାଳିକା ଜଣକ ଡାକ୍ତରଖାନାରେ ଏକା ଥିବା ଦେଖି   ଜୋର ଜବରଦସ୍ତ ଟେକି ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିପାଇଁ ରାଜାଙ୍କୁ ସ୍ଥାନୀୟ ଅଞ୍ଚଳର ଆକାଶ ପ୍ରଧାନ ଏବଂ ତୃପ୍ତି ନାଏକ ନାମକ ଜଣେ ଯୁବତୀ ସହଯୋଗ କରିଥିଲେ ।

ଅଭିଯୋଗ ପାଇବା ପରେ ଏୟାରପୋର୍ଟ ଥାନା ପୋଲିସ ତଦନ୍ତ ଆରମ୍ଭ କରି ଆକାଶ ଏବଂ ତୃପ୍ତିଙ୍କୁ ବୁରୋମାଲରୁ ଗିରଫ କରିଥିଲା। ପରେ ମୁଖ୍ୟ ଅଭିଯୁକ୍ତ ରାଜା ମଧ୍ୟ ପୋଲିସ ହାତରେ ଧରାପଡ଼ିଥିଲା। ତିନି ଅଭିଯୁକ୍ତଙ୍କ ବିରୋଧରେ ପୋକ୍ସୋ ଆଇନ (POCSO Act) ର ବିଭିନ୍ନ ଦଫା ଲଗାଯାଇ ସେମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ପୋଲିସ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା କରାଇବା ସହ ଘଟଣାର ଅଧିକ ସୂଚନା ପାଇଁ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର