ମଦ୍ୟପ ସ୍ବାମୀର ଉନ୍ମତ୍ତକାଣ୍ଡ: ସ୍ତ୍ରୀକୁ ପିଟିପିଟି ହତ୍ଯା କଲା ସ୍ବାମୀ

The Sakala Picture
Published On

ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ରାମପୁର ଫାଣ୍ଡି ଅଞ୍ଚଳରେ ଘଟିିଛି ଅଭାବନୀୟ ଘଟଣା । ମଦ୍ଯପ ସ୍ୱାମୀର ମାଡ଼ରେ ସ୍ତ୍ରୀ ମୃତ୍ଯୁ ଘଟିଛି । ମୃତକଙ୍କ ନାମ ପଙ୍କଜିନୀ ନାଏକ ବୋଲି ଜଣାପଡିଛି । ସୂଚନା ଅନୁଯାୟୀ, ସ୍ୱାମୀ ରମେଶ ମଦ୍ୟପାନ କରି ଘରକୁ ଆସିଥିଲା । ସ୍ତ୍ରୀ ପଙ୍କଜିନୀଙ୍କୁ ଟଙ୍କା ମାଗିଥାଏ। କିନ୍ତୁ ସ୍ତ୍ରୀ ଟଙ୍କା ନଦେବାରୁ ଅଧିକାଂଶ ସମୟ ଝଗଡ଼ା ଲାଗୁଥିଲା । ସେହିପରି ବୁଧବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ […]

ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ରାମପୁର ଫାଣ୍ଡି ଅଞ୍ଚଳରେ ଘଟିିଛି ଅଭାବନୀୟ ଘଟଣା । ମଦ୍ଯପ ସ୍ୱାମୀର ମାଡ଼ରେ ସ୍ତ୍ରୀ ମୃତ୍ଯୁ ଘଟିଛି । ମୃତକଙ୍କ ନାମ ପଙ୍କଜିନୀ ନାଏକ ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସୂଚନା ଅନୁଯାୟୀ, ସ୍ୱାମୀ ରମେଶ ମଦ୍ୟପାନ କରି ଘରକୁ ଆସିଥିଲା । ସ୍ତ୍ରୀ ପଙ୍କଜିନୀଙ୍କୁ ଟଙ୍କା ମାଗିଥାଏ। କିନ୍ତୁ ସ୍ତ୍ରୀ ଟଙ୍କା ନଦେବାରୁ ଅଧିକାଂଶ ସମୟ ଝଗଡ଼ା ଲାଗୁଥିଲା । ସେହିପରି ବୁଧବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟ ବଚସା ହୋଇଥିଲା । ଏଥିରେ ରମେଶ ରାଗିଯାଇ ଘରେ ପଡିଥିବା ଏକ ବାଡ଼ିରେ ପିଟି ପିଟି ହତ୍ୟା କରିଛି । ଖବର ପାଇ ପୁଲିସ ଘଚଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

17 Mar 2022 By The Sakala

ମଦ୍ୟପ ସ୍ବାମୀର ଉନ୍ମତ୍ତକାଣ୍ଡ: ସ୍ତ୍ରୀକୁ ପିଟିପିଟି ହତ୍ଯା କଲା ସ୍ବାମୀ

ଝାରସୁଗୁଡା: ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଥାନା ରାମପୁର ଫାଣ୍ଡି ଅଞ୍ଚଳରେ ଘଟିିଛି ଅଭାବନୀୟ ଘଟଣା । ମଦ୍ଯପ ସ୍ୱାମୀର ମାଡ଼ରେ ସ୍ତ୍ରୀ ମୃତ୍ଯୁ ଘଟିଛି । ମୃତକଙ୍କ ନାମ ପଙ୍କଜିନୀ ନାଏକ ବୋଲି ଜଣାପଡିଛି ।

ସୂଚନା ଅନୁଯାୟୀ, ସ୍ୱାମୀ ରମେଶ ମଦ୍ୟପାନ କରି ଘରକୁ ଆସିଥିଲା । ସ୍ତ୍ରୀ ପଙ୍କଜିନୀଙ୍କୁ ଟଙ୍କା ମାଗିଥାଏ। କିନ୍ତୁ ସ୍ତ୍ରୀ ଟଙ୍କା ନଦେବାରୁ ଅଧିକାଂଶ ସମୟ ଝଗଡ଼ା ଲାଗୁଥିଲା । ସେହିପରି ବୁଧବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟ ବଚସା ହୋଇଥିଲା । ଏଥିରେ ରମେଶ ରାଗିଯାଇ ଘରେ ପଡିଥିବା ଏକ ବାଡ଼ିରେ ପିଟି ପିଟି ହତ୍ୟା କରିଛି । ଖବର ପାଇ ପୁଲିସ ଘଚଣା ସ୍ଥାନରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ସ୍ୱାମୀକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ ।

https://www.thesakala.in/latest-odisha-news/jharsuguda-news/husband-beaten-to-death-by-wife/article-10031
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର