ଝାରସୁଗୁଡ଼ା ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ, ଟ୍ରାପ୍‌ କ୍ୟାମେରାରେ କଏଦ ହେଲା ଫଟୋ

The Sakala Picture
Published On

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ ୧୪ ତାରିଖରେ ପିକୋଲ ଜଙ୍ଗଲରେ ଲାଗିଥିବା ଟ୍ରାପ୍‌ କ୍ୟାମେରାରୁ ମିଳିଥିଲା। ବର୍ତ୍ତମାନ ମଧ୍ୟ ବାଘଟି ପିକୋଲ ଜଙ୍ଗଲରେ ଥିବା ବନ ବିଭାଗ ତରଫରୁ ସୂଚନା ମିଳିଛି। ଦୀର୍ଘ ୨ ବର୍ଷ ପରେ ଝାରସୁଗୁଡ଼ା ଜିଲ୍ଲାରେ […]

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ ୧୪ ତାରିଖରେ ପିକୋଲ ଜଙ୍ଗଲରେ ଲାଗିଥିବା ଟ୍ରାପ୍‌ କ୍ୟାମେରାରୁ ମିଳିଥିଲା। ବର୍ତ୍ତମାନ ମଧ୍ୟ ବାଘଟି ପିକୋଲ ଜଙ୍ଗଲରେ ଥିବା ବନ ବିଭାଗ ତରଫରୁ ସୂଚନା ମିଳିଛି। ଦୀର୍ଘ ୨ ବର୍ଷ ପରେ ଝାରସୁଗୁଡ଼ା ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି କଳରାପତରିଆ ବାଘ। ବାଘଟି ସୁନ୍ଦରଗଡ଼ ଜିଲ୍ଲା ହିମଗିରି ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି । ପିକୋଲ ଜଙ୍ଗଲରେ ବାଘ ଥିବା ଜାଣିବା ପରେ ଆଖପାଖ ଗ୍ରାମବାସୀ ଭୟଭୀତ ଅଛନ୍ତି । ବନ ବିଭାଗ ପକ୍ଷରୁ ବାଘ ଉପରେ ତୀକ୍ଷ୍ଣ ନଜର ରଖାଯିବା ସହ ଲୋକଙ୍କୁ ସତର୍କ ଓ ସଚେତନ କରାଯାଉଛି ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

22 Dec 2023 By The Sakala

ଝାରସୁଗୁଡ଼ା ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ, ଟ୍ରାପ୍‌ କ୍ୟାମେରାରେ କଏଦ ହେଲା ଫଟୋ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ ୧୪ ତାରିଖରେ ପିକୋଲ ଜଙ୍ଗଲରେ ଲାଗିଥିବା ଟ୍ରାପ୍‌ କ୍ୟାମେରାରୁ ମିଳିଥିଲା। ବର୍ତ୍ତମାନ ମଧ୍ୟ ବାଘଟି ପିକୋଲ ଜଙ୍ଗଲରେ ଥିବା ବନ ବିଭାଗ ତରଫରୁ ସୂଚନା ମିଳିଛି। ଦୀର୍ଘ ୨ ବର୍ଷ ପରେ ଝାରସୁଗୁଡ଼ା ଜିଲ୍ଲାରେ ପୁଣି ଦେଖିବାକୁ ମିଳିଛି କଳରାପତରିଆ ବାଘ। ବାଘଟି ସୁନ୍ଦରଗଡ଼ ଜିଲ୍ଲା ହିମଗିରି ଜଙ୍ଗଲରୁ ଆସିଥିବା ଅନୁମାନ କରାଯାଉଛି । ପିକୋଲ ଜଙ୍ଗଲରେ ବାଘ ଥିବା ଜାଣିବା ପରେ ଆଖପାଖ ଗ୍ରାମବାସୀ ଭୟଭୀତ ଅଛନ୍ତି । ବନ ବିଭାଗ ପକ୍ଷରୁ ବାଘ ଉପରେ ତୀକ୍ଷ୍ଣ ନଜର ରଖାଯିବା ସହ ଲୋକଙ୍କୁ ସତର୍କ ଓ ସଚେତନ କରାଯାଉଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର