ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

The Sakala Picture
Published On

ଝାରସୁଗୁଡା: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଉପ ନିର୍ବାଚନ ପାଇଁ ଆଜି ସକାଳୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଡିଷ୍ଟ୍ରିକ୍ଟ ଲେଭେଲ EVM ଏଣ୍ଡ VVPAT ୱେର ହାଉସରୁ କଡା ସୁରକ୍ଷା ବ୍ୟବସ୍ଥାରେ EVM ମସିନ ଗୁଡିକୁ ଇଂଜିନିଅରିଙ୍ଗ ସ୍କୁଲ ସ୍ଥିତ ଷ୍ଟ୍ରଙ୍ଗ ରୁମକୁ ନିଆଯିବାର ବ୍ୟବସ୍ଥା କରାଯାଉଛି। ଏହି ଅବସରରେ ଝାରସୁଗୁଡା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ବରିଷ୍ଠ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ନିର୍ବାଚନ ପରିଚଳନା ଦାୟିତ୍ୱରେ ଥିବା ଅଧିକାରୀ […]

ଝାରସୁଗୁଡା: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଉପ ନିର୍ବାଚନ ପାଇଁ ଆଜି ସକାଳୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଡିଷ୍ଟ୍ରିକ୍ଟ ଲେଭେଲ EVM ଏଣ୍ଡ VVPAT ୱେର ହାଉସରୁ କଡା ସୁରକ୍ଷା ବ୍ୟବସ୍ଥାରେ EVM ମସିନ ଗୁଡିକୁ ଇଂଜିନିଅରିଙ୍ଗ ସ୍କୁଲ ସ୍ଥିତ ଷ୍ଟ୍ରଙ୍ଗ ରୁମକୁ ନିଆଯିବାର ବ୍ୟବସ୍ଥା କରାଯାଉଛି। ଏହି ଅବସରରେ ଝାରସୁଗୁଡା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ବରିଷ୍ଠ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ନିର୍ବାଚନ ପରିଚଳନା ଦାୟିତ୍ୱରେ ଥିବା ଅଧିକାରୀ କର୍ମଚାରୀ ଓ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

13 Apr 2023 By The Sakala

ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଝାରସୁଗୁଡା: ଝାରସୁଗୁଡା ଉପ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ଉପ ନିର୍ବାଚନ ପାଇଁ ଆଜି ସକାଳୁ ବିଜ୍ଞପ୍ତି ପ୍ରକାଶ ପାଇବା ସହ ଡିଷ୍ଟ୍ରିକ୍ଟ ଲେଭେଲ EVM ଏଣ୍ଡ VVPAT ୱେର ହାଉସରୁ କଡା ସୁରକ୍ଷା ବ୍ୟବସ୍ଥାରେ EVM ମସିନ ଗୁଡିକୁ ଇଂଜିନିଅରିଙ୍ଗ ସ୍କୁଲ ସ୍ଥିତ ଷ୍ଟ୍ରଙ୍ଗ ରୁମକୁ ନିଆଯିବାର ବ୍ୟବସ୍ଥା କରାଯାଉଛି। ଏହି ଅବସରରେ ଝାରସୁଗୁଡା ଜିଲ୍ଲାପାଳ, ଉପଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ବରିଷ୍ଠ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ନିର୍ବାଚନ ପରିଚଳନା ଦାୟିତ୍ୱରେ ଥିବା ଅଧିକାରୀ କର୍ମଚାରୀ ଓ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ଥିଲେ।

https://www.thesakala.in/latest-odisha-news/jharsuguda-news/notification-released-for-jharsuguda-by-election/article-20710
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର