ବିଜେଡିରେ ମିଶିଲେ ଶତାଧିକ ଜେଏମଏମ ନେତା ଓ କର୍ମୀ

The Sakala Picture
Published On

ଭୁବନେଶ୍ୱର: ବିଜୁ ଜନତା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି  ମେଗା ମିଶ୍ରଣ ପର୍ବ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କ ଉପସ୍ଥିତିରେ ମୟୁରଭଞ୍ଜର ଶତାଧିକ ଜେଏମଏମ ନେତା ଓ କର୍ମୀ ବିଜେଡିରେ ମିଶିଛନ୍ତି ।  ରାଜ୍ୟ କାର୍ଯ୍ୟାଳୟରେ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶଧାରାରେ ସାମିଲ ହୋଇଛନ୍ତି ଏହି କର୍ମୀ । ମିଶ୍ରଣ ପର୍ବରେ ରାଜ୍ୱସ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉପସ୍ଥିତ ରହିଥିଲେ । ଜେଏମଏମର ପୂର୍ବତନ ରାଜ୍ୟ […]

ଭୁବନେଶ୍ୱର: ବିଜୁ ଜନତା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି  ମେଗା ମିଶ୍ରଣ ପର୍ବ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କ ଉପସ୍ଥିତିରେ ମୟୁରଭଞ୍ଜର ଶତାଧିକ ଜେଏମଏମ ନେତା ଓ କର୍ମୀ ବିଜେଡିରେ ମିଶିଛନ୍ତି ।  ରାଜ୍ୟ କାର୍ଯ୍ୟାଳୟରେ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶଧାରାରେ ସାମିଲ ହୋଇଛନ୍ତି ଏହି କର୍ମୀ ।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ମିଶ୍ରଣ ପର୍ବରେ ରାଜ୍ୱସ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉପସ୍ଥିତ ରହିଥିଲେ । ଜେଏମଏମର ପୂର୍ବତନ ରାଜ୍ୟ ସଭାପତି ମହେଶ ହେମ୍ବ୍ରମ, ଜେଏମଏମର ପୂର୍ବତନ ରାଜ୍ୟ ଉପସଭାପତି ରାମଚନ୍ଦ୍ର ମୁର୍ମୁ , ଜେଏମଏମ ମୟୂରଭଞ୍ଜ ଜିଲ୍ଲା ସାଧାରଣ ସଂପାଦକ, କୁସୁମୀ ବ୍ଲକ ଅଧ୍ୟକ୍ଷା ଚନ୍ଦ୍ରିକା ଟୁଡୁ ବିଜେଡିରେ ମିଶିଛନ୍ତି ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକଳ୍ପ ନାହିଁ। ତାଙ୍କ ନୀତି ଆଦର୍ଶ ଓ ପ୍ରଣବ ପ୍ରକାଶ ଦାସଙ୍କ ଦୃଢ଼ ନେତୃତ୍ୱରେ ଆମେ ବିଜେଡିରେ ଯୋଗ ଦେଲୁ। ମୋଦି ସରକାର ଆଦିବାସୀଙ୍କ ପାଇଁ ଯେଉଁ ନୀତି କରୁଛନ୍ତି, ସେଥିରେ ନବୀନଙ୍କ ବିକଳ୍ପ ନାହିଁ ବୋଲି କହିଛନ୍ତି ଦଳରେ ମିଶିଥିବା ନେତା ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

20 Sep 2021 By The Sakala

ବିଜେଡିରେ ମିଶିଲେ ଶତାଧିକ ଜେଏମଏମ ନେତା ଓ କର୍ମୀ

ଭୁବନେଶ୍ୱର: ବିଜୁ ଜନତା କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି  ମେଗା ମିଶ୍ରଣ ପର୍ବ। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କ ଉପସ୍ଥିତିରେ ମୟୁରଭଞ୍ଜର ଶତାଧିକ ଜେଏମଏମ ନେତା ଓ କର୍ମୀ ବିଜେଡିରେ ମିଶିଛନ୍ତି ।  ରାଜ୍ୟ କାର୍ଯ୍ୟାଳୟରେ ବିଜେଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶଧାରାରେ ସାମିଲ ହୋଇଛନ୍ତି ଏହି କର୍ମୀ ।

ମିଶ୍ରଣ ପର୍ବରେ ରାଜ୍ୱସ ମନ୍ତ୍ରୀ ସୁଦାମ ମାର୍ଣ୍ଡି ଉପସ୍ଥିତ ରହିଥିଲେ । ଜେଏମଏମର ପୂର୍ବତନ ରାଜ୍ୟ ସଭାପତି ମହେଶ ହେମ୍ବ୍ରମ, ଜେଏମଏମର ପୂର୍ବତନ ରାଜ୍ୟ ଉପସଭାପତି ରାମଚନ୍ଦ୍ର ମୁର୍ମୁ , ଜେଏମଏମ ମୟୂରଭଞ୍ଜ ଜିଲ୍ଲା ସାଧାରଣ ସଂପାଦକ, କୁସୁମୀ ବ୍ଲକ ଅଧ୍ୟକ୍ଷା ଚନ୍ଦ୍ରିକା ଟୁଡୁ ବିଜେଡିରେ ମିଶିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକଳ୍ପ ନାହିଁ। ତାଙ୍କ ନୀତି ଆଦର୍ଶ ଓ ପ୍ରଣବ ପ୍ରକାଶ ଦାସଙ୍କ ଦୃଢ଼ ନେତୃତ୍ୱରେ ଆମେ ବିଜେଡିରେ ଯୋଗ ଦେଲୁ। ମୋଦି ସରକାର ଆଦିବାସୀଙ୍କ ପାଇଁ ଯେଉଁ ନୀତି କରୁଛନ୍ତି, ସେଥିରେ ନବୀନଙ୍କ ବିକଳ୍ପ ନାହିଁ ବୋଲି କହିଛନ୍ତି ଦଳରେ ମିଶିଥିବା ନେତା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର