ଜୁନିୟର ଟିଚର ନିଯୁକ୍ତି ମାମଲା: ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ: ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନ ଥିଲେ । ସେହି ବିଜ୍ଞପ୍ତି ଅନୁଯାୟୀ, ଖାଲି […]
କଟକ: ହାଇକୋର୍ଟରେ ଜୁନିୟର ଟିଚର ନିଯୁକ୍ତି ମାମଲା। ଖାଲି ପଡିଥିବା ୬ ହଜାର ଶିକ୍ଷକ ପଦବୀରେ ଖୁବଶୀଘ୍ର ନିଯୁକ୍ତି ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ। ମେରିଟ ଆଧାରରେ ତୁରନ୍ତ ନିଯୁକ୍ତି ପ୍ରଦାନ ପାଇଁ ନିର୍ଦ୍ଦେଶ । ୨୦ ହଜାର ଶିକ୍ଷକ ନିଯୁକ୍ତି ପାଇଁ ରାଜ୍ୟ ସରକାର କରିଥିଲେ ବିଜ୍ଞପ୍ତି।ପରୀକ୍ଷା ପରେ ୧୬ ହଜାର ଚୂଡାନ୍ତ ତାଲିକା କରିଥିଲେ ସରକାର। ସେଥିମଧ୍ୟରୁ ପ୍ରାୟ ୨ ହଜାର ଶିକ୍ଷକ ଯୋଗ ଦେଇ ନ ଥିଲେ ।
ଆହୁରି ପଢ଼ନ୍ତୁ: ଭୀମଭୋଇ ମେଡିକାଲରେ ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ, ପରିବାରର ପକ୍ଷରୁ ତୀବ୍ର ଉତ୍ତେଜନା
ସେହି ବିଜ୍ଞପ୍ତି ଅନୁଯାୟୀ, ଖାଲି ଥିବା ପଦବୀ ପୂରଣ କରିବାକୁ ନିର୍ଦ୍ଦେଶ। ପରୀକ୍ଷା ଦେଇ ମେଧା ତାଲିକାରେ ଥିବା ପ୍ରାର୍ଥୀଙ୍କୁ ସୁଯୋଗ ଦେବାକୁ ନିର୍ଦ୍ଦେଶ। ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡିଶା ହାଇକୋର୍ଟ।
ଆହୁରି ପଢ଼ନ୍ତୁ: ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ






