ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

The Sakala Picture
Published On

ନୂଆଦିଲ୍ଲୀ : ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଛି। ଜଷ୍ଟିସ ଜସୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି। ଜଷ୍ଟିସ ଜସୱନ୍ତ ସିଂହ ଫେବୃଆରୀ ୨୩, ୧୯୬୧ରେ ରୋହତକରେ ଜନ୍ମଗ୍ରହଣ କରିଥିଲେ। ସେ ୫ ଡିସେମ୍ବର ୨୦୦୭ ରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ବିଚାରପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ। ଜଷ୍ଟିସ ଜସୱନ୍ତ ସିଂହ […]

ନୂଆଦିଲ୍ଲୀ : ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଛି। ଜଷ୍ଟିସ ଜସୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ମହାନ୍ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ତିରୋଧାନ ଦିବସ

ଜଷ୍ଟିସ ଜସୱନ୍ତ ସିଂହ ଫେବୃଆରୀ ୨୩, ୧୯୬୧ରେ ରୋହତକରେ ଜନ୍ମଗ୍ରହଣ କରିଥିଲେ। ସେ ୫ ଡିସେମ୍ବର ୨୦୦୭ ରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ବିଚାରପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ। ଜଷ୍ଟିସ ଜସୱନ୍ତ ସିଂହ ଅକ୍ଟୋବର ୮, ୨୦୨୧ ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ

ଆହୁରି ପଢ଼ନ୍ତୁ: ବଲାଙ୍ଗିରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ: ଆସନ୍ତା ୧୮ରୁ ୨୧ ଯାଏଁ ସମସ୍ତ ସ୍କୁଲ ଛୁଟି ଘୋଷଣା

ସୂଚନାଯୋଗ୍ୟ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଏସ ମୂରଲୀଧରଙ୍କୁ ମାଦ୍ରାସ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗତକାଲି ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତଙ୍କ ନେତୃତ୍ଵାଧୀନ ସୁପ୍ରିମକୋର୍ଟର କଲେଜିୟମ ମୂରଲୀଧରଙ୍କୁ ମାଦ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିବାକୁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି।ବିଚାରପତି ମୂରଲୀଧରଙ୍କୁ ୨୦୦୬ ମେରେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟରେ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା। ପରେ ୨୦୨୦ ମାର୍ଚ୍ଚ ୬ରେ ତାଙ୍କୁ ପଞ୍ଜାବ ଏବଂ ହରିୟାଣା ଉଚ୍ଚ ନ୍ୟାୟାଳୟକୁ ବଦଳି କରାଯାଇଥିଲା। ସେ ୨୦୨୧ ଜାନୁଆରୀ ୪ରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ।

30 Sep 2022 By The Sakala

ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ : ଜଷ୍ଟିସ ଜସୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ଏହି ନିଷ୍ପତ୍ତି ନେଇଛି। ଜଷ୍ଟିସ ଜସୱନ୍ତ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଭାବେ କାର୍ଯ୍ୟ କରୁଛନ୍ତି।

ଜଷ୍ଟିସ ଜସୱନ୍ତ ସିଂହ ଫେବୃଆରୀ ୨୩, ୧୯୬୧ରେ ରୋହତକରେ ଜନ୍ମଗ୍ରହଣ କରିଥିଲେ। ସେ ୫ ଡିସେମ୍ବର ୨୦୦୭ ରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟର ବିଚାରପତି ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ। ଜଷ୍ଟିସ ଜସୱନ୍ତ ସିଂହ ଅକ୍ଟୋବର ୮, ୨୦୨୧ ରେ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବରେ ଶପଥ ଗ୍ରହଣ କରିଥିଲେ।

ସୂଚନାଯୋଗ୍ୟ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଏସ ମୂରଲୀଧରଙ୍କୁ ମାଦ୍ରାସ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି। ଗତକାଲି ପ୍ରଧାନ ବିଚାରପତି ଉଦୟ ଉମେଶ ଲଳିତଙ୍କ ନେତୃତ୍ଵାଧୀନ ସୁପ୍ରିମକୋର୍ଟର କଲେଜିୟମ ମୂରଲୀଧରଙ୍କୁ ମାଦ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରିବାକୁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି।ବିଚାରପତି ମୂରଲୀଧରଙ୍କୁ ୨୦୦୬ ମେରେ ଦିଲ୍ଲୀ ଉଚ୍ଚ ନ୍ୟାୟାଳୟରେ ବିଚାରପତି ଭାବେ ନିଯୁକ୍ତ କରାଯାଇଥିଲା। ପରେ ୨୦୨୦ ମାର୍ଚ୍ଚ ୬ରେ ତାଙ୍କୁ ପଞ୍ଜାବ ଏବଂ ହରିୟାଣା ଉଚ୍ଚ ନ୍ୟାୟାଳୟକୁ ବଦଳି କରାଯାଇଥିଲା। ସେ ୨୦୨୧ ଜାନୁଆରୀ ୪ରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର