ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ସଞ୍ଜୟ କୁମାର ମିଶ୍ର, ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି

The Sakala Picture
Published On

କଟକ : ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ୟ୍ୟରେ ଯୋଗଦାନ ଦିନଠାରୁ ତାଙ୍କ ନିଯୁକ୍ତିକୁ ଗଣନା କରାଯିବ। In exercise of the power conferred under the Constitution of India, the President, after consultation with the Chief Justice of India, is […]

କଟକ : ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ୟ୍ୟରେ ଯୋଗଦାନ ଦିନଠାରୁ ତାଙ୍କ ନିଯୁକ୍ତିକୁ ଗଣନା କରାଯିବ।

ଆହୁରି ପଢ଼ନ୍ତୁ: ସାରା ରାଜ୍ୟରେ ପେଟ୍ରୋଲ-ଡିଜେଲ ସଙ୍କଟ, ଠପ୍ ହୋଇଯିବ କି ବସ୍ ସେବା !

ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ । ବିଚାରପତି ପାଇଁ ସଞ୍ଜୟ କୁମାର ମିଶ୍ରଙ୍କ ନାଁ ସୁପାରିସ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ । ଏଥି ସହ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ୧୨ ଜଣ ବିଚାରପତି, ଅତିରିକ୍ତ ଜଜଙ୍କୁ ବିଭିନ୍ନ ରାଜ୍ୟର ହାଇକୋର୍ଟରେ ନିଯୁକ୍ତି ଦେଇଛନ୍ତି ।

03 Jun 2022 By The Sakala

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ହେଲେ ଜଷ୍ଟିସ ସଞ୍ଜୟ କୁମାର ମିଶ୍ର, ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି

କଟକ : ଜଷ୍ଟିସ ସଂଜୟ କୁମାର ମିଶ୍ର ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କାର୍ୟ୍ୟରେ ଯୋଗଦାନ ଦିନଠାରୁ ତାଙ୍କ ନିଯୁକ୍ତିକୁ ଗଣନା କରାଯିବ।

ଜଷ୍ଟିସ ସଂଜୟ କୁମାର ମିଶ୍ରଙ୍କ ନିଯୁକ୍ତି ନେଇ କେନ୍ଦ୍ର ସରକାରଙ୍କ ଆଇନ ମନ୍ତ୍ରଣାଳୟ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ । ବିଚାରପତି ପାଇଁ ସଞ୍ଜୟ କୁମାର ମିଶ୍ରଙ୍କ ନାଁ ସୁପାରିସ କରିଥିଲେ ସୁପ୍ରିମକୋର୍ଟ କଲେଜିୟମ । ଏଥି ସହ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ୧୨ ଜଣ ବିଚାରପତି, ଅତିରିକ୍ତ ଜଜଙ୍କୁ ବିଭିନ୍ନ ରାଜ୍ୟର ହାଇକୋର୍ଟରେ ନିଯୁକ୍ତି ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର