ଛିଣ୍ଡି ପଡ଼ିଲା ୧୧ କେଭି ବିଦ୍ୟୁତ ତାର, ୫ରୁ ଉର୍ଦ୍ଧ୍ବ ପରିବା ଦୋକାନ ପୋଡି ପାଉଁଶ

The Sakala Picture
Published On

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହଠାତ୍ ୧୧ କେଭି ବିଦ୍ୟୁତ ତାର ଛିଣ୍ଡି ପଡ଼ିବାରୁ ପରିବା ଦୋକନ ଜଳିଯାଇଛି। ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଥିବା ଜଣାପଡ଼ିଛି। ସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ ଭବାନୀପାଟଣା ଜୟପୁର ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ବ୍ୟବସାୟୀ ମାନଙ୍କ ସହ ଆଲୋଚନା କରି […]

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହଠାତ୍ ୧୧ କେଭି ବିଦ୍ୟୁତ ତାର ଛିଣ୍ଡି ପଡ଼ିବାରୁ ପରିବା ଦୋକନ ଜଳିଯାଇଛି। ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଥିବା ଜଣାପଡ଼ିଛି। ସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ ଭବାନୀପାଟଣା ଜୟପୁର ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ବ୍ୟବସାୟୀ ମାନଙ୍କ ସହ ଆଲୋଚନା କରି ବୁଝାସୁଝା କରିଛି ।

ଆହୁରି ପଢ଼ନ୍ତୁ: ଜଳେଶ୍ୱର ରେଳ ଷ୍ଟେସନ ନିକଟରେ ଅଘଟଣ: ଟ୍ରେନ ଆଗକୁ ଡେଇଁ ଶାଳୀ-ଭିଣୋଇଙ୍କ ଆତ୍ମହତ୍ୟା

31 Mar 2022 By The Sakala

ଛିଣ୍ଡି ପଡ଼ିଲା ୧୧ କେଭି ବିଦ୍ୟୁତ ତାର, ୫ରୁ ଉର୍ଦ୍ଧ୍ବ ପରିବା ଦୋକାନ ପୋଡି ପାଉଁଶ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଛକ ନିକଟଟେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ହଠାତ୍ ୧୧ କେଭି ବିଦ୍ୟୁତ ତାର ଛିଣ୍ଡି ପଡ଼ିବାରୁ ପରିବା ଦୋକନ ଜଳିଯାଇଛି। ପ୍ରାୟ ୫ ବଖରାରୁ ଅଧିକ ପରିବା ଦୋକାନ ଜଳି ଯାଇଥିବା ଜଣାପଡ଼ିଛି। ସେପଟେ କ୍ଷତି ପୁରଣ ଦାବିରେ ବ୍ୟବସାୟୀ ମାନେ ଭବାନୀପାଟଣା ଜୟପୁର ଜାତୀୟ ରାଜପଥ ୨୬କୁ ଅବରୋଧ କରିଛନ୍ତି । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପ୍ରଶାସନ ପହଞ୍ଚି ବ୍ୟବସାୟୀ ମାନଙ୍କ ସହ ଆଲୋଚନା କରି ବୁଝାସୁଝା କରିଛି ।

https://www.thesakala.in/latest-odisha-news/kalahandi/11-kv-power-line-down-more-than-5-shops-burnt/article-10397
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର