ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଚାଷୀଙ୍କ ମୃତ୍ୟୁ

The Sakala Picture
Published On

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍‌ ଆମପାଣି ଥାନା ପୋଡ଼ାଗୁଡ଼ା ଗାଁରେ ଦୁଃଖଦ ଅଘଟଣ ଘଟିଛି। ଚାଷଜମିରେ ପାଣି ମଡ଼ାଉଥିବା ବେଳେ ବିଦ୍ୟୁତ ଆଘାତରେ ୨ ଚାଷୀଙ୍କ ମୃତ୍ୟୁହୋଇଛି। ମୃତକ ହେଲେ କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ ପୋଡ଼ାଗୁଡ଼ା ଗାଁର ଚାଷୀ ଧନୁର୍ଯ୍ୟ ମଶ୍ରା (୩୦) ଓ କଛାର ପଡ଼ା ଗାଁର ଅନିରୁଦ୍ଧ ନାଏକ (୫୫) । ସେମାନେ ସମ୍ପର୍କରେ ଶଳା ଭିଣୋଇ ବୋଲି ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର