ମନୋରଞ୍ଜନ

"ଭଲ ଝିଅର ଛବି ଏକ ଛଳନା..." ଦୀପିକା ପାଦୁକୋନଙ୍କୁ ନେଇ ଦେଇଥିବା ବିବାଦୀୟ ମନ୍ତବ୍ୟ ଉପରେ ସ୍ପଷ୍ଟୀକରଣ ଦେଲେ ନିର୍ଦ୍ଦେଶକ ଇମତିଆଜ୍ ଅଲୀ
ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ

ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଜୀବନ, ଜଣେ ଗୁରୁତର

Madhusudan Das Picture
Published On

କଳାହାଣ୍ଡି: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଘଟିଛି ଏପରି ଅଘଟଣ । ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ କାଢିବା ବେଳେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି। 

ଆହୁରି ପଢ଼ନ୍ତୁ: ବ୍ରହ୍ମପୁର ଗିରିରୋଡରେ ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ, କହିଲେ 'ରାଜ୍ୟରେ ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି'

ସୂଚନା ଅନୁସାରେ, କର୍ଲାଖୁଣ୍ଡା ଗାଁରେ ଏକ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲା ହେଉଥିଲା । ଏହି ସମୟରେ ହଠାତ୍‌ ସେଣ୍ଟ୍ରି ଖସି ପଡିଥିଲା । ଯାହାଫଳରେ ତଳେ କାମ କରୁଥିବା ଲୋକ ଚାପି ହୋଇଯାଇଥିଲେ । ଏହାପରେ ତୁରନ୍ତ ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଛନ୍ତି । ବାକି ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ମିର୍ଗିନେଣ୍ଡି ପିଇଓ, ୧୮,୦୦୦ ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ବିଭାଗ

26 May 2026 By Madhusudan Das

ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୬ ଜୀବନ, ଜଣେ ଗୁରୁତର

କଳାହାଣ୍ଡି: ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ୬ ମୃତ । କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ଥାନା ଗୌଡ଼ କର୍ଲାଖୁଣ୍ଟା ଗାଁରେ ଘଟିଛି ଏପରି ଅଘଟଣ । ଏକ ନିର୍ମାଣାଧୀନ ପାଇଖାନା ଟାଙ୍କିର ସେଣ୍ଟ୍ରିଂ କାଢିବା ବେଳେ ଶ୍ବାସରୁଦ୍ଧ ହୋଇ ୬ ଜଣଙ୍କ ଜୀବନ ଚାଲିଯାଇଥିବାବେଳେ ଜଣେ ଗୁରୁତର ଆହତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ମୃତକଙ୍କ ମଧ୍ୟରେ ୩ ମିସ୍ତ୍ରୀ, ଜଣେ ଶ୍ରମିକ, ମାଲିକ ଏବଂ ତାଙ୍କ ପୁଅ ଅଛନ୍ତି। 

ସୂଚନା ଅନୁସାରେ, କର୍ଲାଖୁଣ୍ଡା ଗାଁରେ ଏକ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲା ହେଉଥିଲା । ଏହି ସମୟରେ ହଠାତ୍‌ ସେଣ୍ଟ୍ରି ଖସି ପଡିଥିଲା । ଯାହାଫଳରେ ତଳେ କାମ କରୁଥିବା ଲୋକ ଚାପି ହୋଇଯାଇଥିଲେ । ଏହାପରେ ତୁରନ୍ତ ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ୬ ଜଣଙ୍କୁ ମୃତ ଘୋଷଣା କରିଛନ୍ତି । ବାକି ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଅଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର