ଭୁବନେଶ୍ୱର : କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।
ଧର୍ମଗଡ଼ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କଳାହାଣ୍ଡି ଜିଲା ଧର୍ମଗଡ଼ ଅଞ୍ଚଳରେ ଏକ ସଡକ ଦୁର୍ଘଟଣାରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ […]