କାକାର ଟାଙ୍ଗିଆ ଚୋଟରେ ପୁତୁରା ମୃତ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲବଣିସର ଗାଁରେ ଅଭାବନୀୟ ଘଟଣା ଘଟାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। କକାର ଟାଙ୍ଗିଆ ଚୋଟରେ ପୁତୁରାର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, କାକା ମୁଗାନା ମାଝୀ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତ ବିଳମ୍ବିତ ରାତିରେ ନିଜ ପୁତୁରା ପ୍ରଶାନ୍ତ ମାଝୀକୁ ଟାଙ୍ଗିଆ ହାଣିଥିବା ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଲବଣିସର ଗାଁରେ ଅଭାବନୀୟ ଘଟଣା ଘଟାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ ଘଟିଛି। କକାର ଟାଙ୍ଗିଆ ଚୋଟରେ ପୁତୁରାର ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, କାକା ମୁଗାନା ମାଝୀ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତ ବିଳମ୍ବିତ ରାତିରେ ନିଜ ପୁତୁରା ପ୍ରଶାନ୍ତ ମାଝୀକୁ ଟାଙ୍ଗିଆ ହାଣିଥିବା ସୂଚନା ମିଳିଛି। ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

About The Author: The Sakala