ବିଦ୍ୟୁତ ଆଘାତରେ ମାଈ ହାତୀର ମୃତ୍ୟୁ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଏମ୍ ରାମପୁରରେ ଘଟିଛି ଏହି ଅଘଟଣ । ବିଦ୍ୟୁତ ଆଘାତରେ ଗୋଟିଏ ମାଈ ହାତୀର ମୃତ୍ୟୁ ଘଟିଛି।  ନରଲା ରେଞ୍ଜ କମେ ଗାଁରେ ରାସ୍ତା ପାର ହୋଇ ଯାଉଥିବା ବେଳେ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ କରିଛନ୍ତି। ମୃତ ମାଈ ହାତୀର ବୟସ ପାଖାପାଖି ୨୨ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି। ତେବେ ବର୍ଷକ ତଳେ […]

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ଏମ୍ ରାମପୁରରେ ଘଟିଛି ଏହି ଅଘଟଣ । ବିଦ୍ୟୁତ ଆଘାତରେ ଗୋଟିଏ ମାଈ ହାତୀର ମୃତ୍ୟୁ ଘଟିଛି।  ନରଲା ରେଞ୍ଜ କମେ ଗାଁରେ ରାସ୍ତା ପାର ହୋଇ ଯାଉଥିବା ବେଳେ ବିଦ୍ୟୁତ ଆଘାତରେ ହାତୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ବନ ବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ କରିଛନ୍ତି। ମୃତ ମାଈ ହାତୀର ବୟସ ପାଖାପାଖି ୨୨ରୁ ୨୫ ବର୍ଷ ମଧ୍ୟରେ ହୋଇଥିବା ଅନୁମାନ କରାଯାଉଛି। ତେବେ ବର୍ଷକ ତଳେ ୭ଟି ନିରୀହ ଜୀବଙ୍କ ପ୍ରାଣ ଯାଇଥିବାବେଳେ ଆଜି ପୁଣି ଥରେ ହାତୀ ମୃତ୍ୟୁ ବନ ବିଭାଗ ପାଇଁ  ଚିନ୍ତା ବଢାଇଛି।

About The Author: The Sakala