ଜାଲ୍ ସାର୍ଟିଫିକେଟ୍ ଦେଇ ୨୫ ଶିକ୍ଷକ ବହିଷ୍କୃତ

The Sakala Picture
Published On

କଳାହାଣ୍ଡି: ଜାଲ୍ ସାର୍ଟିଫିକେଟ୍ ବଳରେ ଜିଲ୍ଲାର ବିଭିନ୍ନ ସରକାରୀ ସ୍କୁଲରେ ନିୟୋଜିତ ରହିଥିବା ୨୫ ଜଣ ଅସ୍ଥାୟୀ ଶାରୀରିକ ଶିକ୍ଷା ଶିକ୍ଷକଙ୍କୁ ବହିଷ୍କୃତ କରାଯାଇଛି । ପିଇଆଇ ସାର୍ଟିଫିକେଟ୍ ଯାଞ୍ଚରେ ଜାଲିଆତି ଘଟଣା ଜଣାପଡିବା ପରେ କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ଯାଳୟ ପକ୍ଷରୁ ଏଭଳି କାର୍ଯ୍ଯନୁଷ୍ଠାନ ଗ୍ରହଣ କରାଯାଇଛି । ବହିଷ୍କୃତ ଶିକ୍ଷକଙ୍କ ବିରୋଧରେ ଫୌଜଦାରୀ ମାମଲା ରୁଜୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।‌

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର