ପାଣିରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ

The Sakala Picture
Published On

କଳାହାଣ୍ଡି: ପାଣିରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ। କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଗୁଞ୍ଚିପଦର ଗାଁରେ ଅଘଟଣ। ଗାଁ ମୁଣ୍ଡ ପୋଖରୀକୁ ଗାଧୋଇବକୁ ଯାଇଥିବାବେଳେ ପାଣିରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ ହୋଇଥିବା ସୂଚନା। ଘଟଣା ସ୍ଥଳରେ ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କରିଥିବା ବେଳେ ଜଣଙ୍କର ବୟସ ୯ ଓ ଅନ୍ୟଜଣଙ୍କର ବୟସ ୧୨ ବର୍ଷ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ରାଜଧାନୀର ବୁଦ୍ଧନଗର ଅଞ୍ଚଳରେ ବୃଦ୍ଧାଙ୍କୁ ନିର୍ମମ ହତ୍ୟା: ସୁନା ଗହଣା ଓ ନଗଦ ଲୁଟ୍, ସନ୍ଦେହରେ କେୟାରଟେକର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର