ବ୍ରିଜରୁ ସ୍କୁଟି ଖସି ୩ ସାଙ୍ଗଙ୍କ ମୃତ୍ୟୁ
କନ୍ଧମାଳ: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆ ବୁଡ଼ାମାହା ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତିନିଜଣଙ୍କର ପ୍ରାଣହାନି ଘଟିଛି। ମୃତ ଯୁବକମାନେ ହେଲେ ରାଇକିଆର ବସନ୍ତ ପଣ୍ଡା ଓ ବେରେଡ଼ାକିଆର ବ୍ରହ୍ମାନନ୍ଦ ଭୋଇ ଓ କୁଶଲ ଦିଗାଲ। ଗତକାଲି ବିଳମ୍ବିତ ରାତିରେ ୩ ଜଣ ସାଙ୍ଗ ଦଣ୍ଡନାଚ ଦେଖି ବାବୁଲିଆରୁ ଘରକୁ ଫେରୁଥିଲେ। ଏହି ସମୟରେ ମଣ୍ଡାକିଆ ବୁଡ଼ାମାହା ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ବ୍ରିଜରେ ଥିବା ବାଡ଼ାକୁ […]
କନ୍ଧମାଳ: କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ମଣ୍ଡାକିଆ ବୁଡ଼ାମାହା ନିକଟରେ ଆଜି ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ତିନିଜଣଙ୍କର ପ୍ରାଣହାନି ଘଟିଛି। ମୃତ ଯୁବକମାନେ ହେଲେ ରାଇକିଆର ବସନ୍ତ ପଣ୍ଡା ଓ ବେରେଡ଼ାକିଆର ବ୍ରହ୍ମାନନ୍ଦ ଭୋଇ ଓ କୁଶଲ ଦିଗାଲ।
ଗତକାଲି ବିଳମ୍ବିତ ରାତିରେ ୩ ଜଣ ସାଙ୍ଗ ଦଣ୍ଡନାଚ ଦେଖି ବାବୁଲିଆରୁ ଘରକୁ ଫେରୁଥିଲେ। ଏହି ସମୟରେ ମଣ୍ଡାକିଆ ବୁଡ଼ାମାହା ନିକଟରେ ସ୍କୁଟିଟି ଭାରସାମ୍ୟ ହରାଇ ବ୍ରିଜରେ ଥିବା ବାଡ଼ାକୁ ଧକ୍କା ଦେଇଥିଲା। ପରେ ସମସ୍ତେ ସ୍କୁଟି ସହ ବ୍ରିଜର ତଳକୁ ଖସିପଡ଼ିଥିଲେ।