ବାତ୍ୟା ପାଇଁ ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ: ବାତ୍ୟା ଦାନାକୁ ନେଇ କନ୍ଧମାଳ ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି।  ଶୁକ୍ରବାର ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲକୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ  ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ଶିକ୍ଷାଧିକାରୀ।

About The Author: The Sakala