ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ: ମା’- ଝିଅ ମୃତ, ବାପପୁଅ ଗୁରୁତର

The Sakala Picture
Published On

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ତ୍ରିଦେବନଗରରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଛନ୍ତି।  ଘଟଣା ସ୍ଥଳରେ ମା’ ଓ ୫ ବର୍ଷର ଝିଅର ମୃତ୍ଯୁ ଘଟିଥିବା ବେଳେ ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ଆହତ ବାପପୁଅଙ୍କୁ  ଉଦ୍ଧାର କରାଯାଇ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

14 Jul 2022 By The Sakala

ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ: ମା’- ଝିଅ ମୃତ, ବାପପୁଅ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫୁଲବାଣୀର ତ୍ରିଦେବନଗରରେ ଅଭାବନୀୟ ଘଟଣା ଘଟିଛି। ଲଗାଣ ବର୍ଷାରେ ଘର କାନ୍ଥ ଭୁଶୁଡ଼ି ୨ ଜଣଙ୍କର ମୃତ୍ଯୁ ଘଟିଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଛନ୍ତି।  ଘଟଣା ସ୍ଥଳରେ ମା’ ଓ ୫ ବର୍ଷର ଝିଅର ମୃତ୍ଯୁ ଘଟିଥିବା ବେଳେ ବାପା ଓ ପୁଅ ଗୁରୁତର ଆହତ ହୋଇଛନ୍ତି। ଆହତ ବାପପୁଅଙ୍କୁ  ଉଦ୍ଧାର କରାଯାଇ ଫୁଲବାଣୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର