କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା; ଦୁଇ ମୃତ, ଜଣେ ଗୁରୁତର

The Sakala Picture
Published On

କନ୍ଧମାଳ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସ୍ଥିତ ଡ଼ବେରିର ଏସ ଆର ପେଟ୍ରୋଲ ଟାଙ୍କି ନିକଟରେ ଏକ କାର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ମୃତକ ଜଣକ ହେଲେ ବାଳକୃଷ୍ଣ ମଳିକ ଓ ଯୁଗାନ୍ତ ପ୍ରଧାନ । ଗୁରୁତର ଜଣକ ହେଲେ ମନୀଲ ପ୍ରଧାନ । ପ୍ରତ୍ୟେକ ପ୍ଲିହେରି ଗ୍ରାମର ବୋଲି […]

କନ୍ଧମାଳ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସ୍ଥିତ ଡ଼ବେରିର ଏସ ଆର ପେଟ୍ରୋଲ ଟାଙ୍କି ନିକଟରେ ଏକ କାର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ମୃତକ ଜଣକ ହେଲେ ବାଳକୃଷ୍ଣ ମଳିକ ଓ ଯୁଗାନ୍ତ ପ୍ରଧାନ । ଗୁରୁତର ଜଣକ ହେଲେ ମନୀଲ ପ୍ରଧାନ । ପ୍ରତ୍ୟେକ ପ୍ଲିହେରି ଗ୍ରାମର ବୋଲି ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ସୂଚନା ଅନୁସାରେ, ଏକ ଇର୍ଟିଗା କାର ଡବେରି ଯାଉଥିବା ସମୟରେ ଏକ ବାଇକ୍ ରେ ଯୁଗାନ୍ତ, ବାଳକୃଷ୍ଣ ଓ ମନିଲ ସେହି ରାସ୍ତାରେ ଦାରିଙ୍ଗବାଡ଼ି ଆସୁଥିଲେ । ପେଟ୍ରୋଲ ପମ୍ପ ନିକଟରେ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍ ରୁ ତିନି ଜଣ ଛିଟିକି ପଡି ଗୁରୁତର ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୩ ଜଣଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଚିକିତ୍ସା ଅବସ୍ଥାରେ ଯୁଗାନ୍ତ ଓ ବାଳକୃଷ୍ଣଙ୍କ ମୃତ୍ୟୁ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

02 Feb 2023 By The Sakala

କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା; ଦୁଇ ମୃତ, ଜଣେ ଗୁରୁତର

କନ୍ଧମାଳ: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ସ୍ଥିତ ଡ଼ବେରିର ଏସ ଆର ପେଟ୍ରୋଲ ଟାଙ୍କି ନିକଟରେ ଏକ କାର ସହ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ଅବସ୍ଥାରେ ଦାରିଙ୍ଗବାଡ଼ି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ମୃତକ ଜଣକ ହେଲେ ବାଳକୃଷ୍ଣ ମଳିକ ଓ ଯୁଗାନ୍ତ ପ୍ରଧାନ । ଗୁରୁତର ଜଣକ ହେଲେ ମନୀଲ ପ୍ରଧାନ । ପ୍ରତ୍ୟେକ ପ୍ଲିହେରି ଗ୍ରାମର ବୋଲି ଜଣାପଡିଛି ।

ସୂଚନା ଅନୁସାରେ, ଏକ ଇର୍ଟିଗା କାର ଡବେରି ଯାଉଥିବା ସମୟରେ ଏକ ବାଇକ୍ ରେ ଯୁଗାନ୍ତ, ବାଳକୃଷ୍ଣ ଓ ମନିଲ ସେହି ରାସ୍ତାରେ ଦାରିଙ୍ଗବାଡ଼ି ଆସୁଥିଲେ । ପେଟ୍ରୋଲ ପମ୍ପ ନିକଟରେ କାର ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ବାଇକ୍ ରୁ ତିନି ଜଣ ଛିଟିକି ପଡି ଗୁରୁତର ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ୩ ଜଣଙ୍କୁ ଉଦ୍ଧାର କରି ଦାରିଙ୍ଗବାଡ଼ି ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ଚିକିତ୍ସା ଅବସ୍ଥାରେ ଯୁଗାନ୍ତ ଓ ବାଳକୃଷ୍ଣଙ୍କ ମୃତ୍ୟୁ ହୋଇଥିଲା ।

https://www.thesakala.in/latest-odisha-news/kandhamal/head-on-collision-between-car-and-bike-in-daringbadi-two-died/article-18633
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର