ବଜ୍ରାଘାତରେ ଭାଇ ମୃତ, ଭଉଣୀ ଗୁରୁତର

The Sakala Picture
Published On

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଭାଇର ମୃତ୍ୟୁ ଘଟିଥିବାବେଳେ ଭଉଣୀ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ନାବାଳକ ନାଁ ମୁକେଶ ପ୍ରଧାନୀ ସୂଚନା । ଭଉଣୀ ପ୍ରୀୟଙ୍କା ପ୍ରଧାନୀଙ୍କୁ ଉଦ୍ଧାରକରାଯାଇ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ,ଭାଇଭଉଣୀ ମହୁଲ ଫୁଲ ସଂଗ୍ରହ କରିବାକୁ ଯାଇଥିବାବେଳେ ବଜ୍ରାଘାତର ଶିକାର ହୋଇଥିଲେ।

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଭାଇର ମୃତ୍ୟୁ ଘଟିଥିବାବେଳେ ଭଉଣୀ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ନାବାଳକ ନାଁ ମୁକେଶ ପ୍ରଧାନୀ ସୂଚନା । ଭଉଣୀ ପ୍ରୀୟଙ୍କା ପ୍ରଧାନୀଙ୍କୁ ଉଦ୍ଧାରକରାଯାଇ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ବାପ-ପୁଅଙ୍କ ମିଥ୍ୟା ଅଭିଯୋଗକୁ ଖଣ୍ଡନ କଲେ ଗ୍ରାମବାସୀ: ନ୍ୟାୟ ନମିଳିଲେ ସାମୂହିକ ଆତ୍ମହତ୍ୟା ଚେତାବନୀ

ଖବର ଅନୁଯାୟୀ,ଭାଇଭଉଣୀ ମହୁଲ ଫୁଲ ସଂଗ୍ରହ କରିବାକୁ ଯାଇଥିବାବେଳେ ବଜ୍ରାଘାତର ଶିକାର ହୋଇଥିଲେ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

19 Mar 2024 By The Sakala

ବଜ୍ରାଘାତରେ ଭାଇ ମୃତ, ଭଉଣୀ ଗୁରୁତର

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ ତଳ ସୁବର୍ଣ୍ଣଗିରି ଅଞ୍ଚଳରେ ଅଭାବନୀୟ ଘଟଣା । ବଜ୍ରାଘାତରେ ଭାଇର ମୃତ୍ୟୁ ଘଟିଥିବାବେଳେ ଭଉଣୀ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକ ନାବାଳକ ନାଁ ମୁକେଶ ପ୍ରଧାନୀ ସୂଚନା । ଭଉଣୀ ପ୍ରୀୟଙ୍କା ପ୍ରଧାନୀଙ୍କୁ ଉଦ୍ଧାରକରାଯାଇ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ,ଭାଇଭଉଣୀ ମହୁଲ ଫୁଲ ସଂଗ୍ରହ କରିବାକୁ ଯାଇଥିବାବେଳେ ବଜ୍ରାଘାତର ଶିକାର ହୋଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର