ଭାରସାମ୍ଯ ହରାଇ ଗଛରେ ପିଟି ହେଲା ଭ୍ଯାନ୍‌: ୩ମୃତ, ୩୦ରୁ ଉର୍ଦ୍ଧ୍ବ ଗୁରୁତର

The Sakala Picture
Published On

ଫୁଲବାଣୀ: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ କୁଟିବାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭ୍ଯାନର ଚକ ଫାଟିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି। ଫଳରେ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ଜଣାପଡ଼ିଛି। ଭ୍ୟାନ୍‌ରେ ଥିବା ୩୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ କୋଟଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

04 Feb 2022 By The Sakala

ଭାରସାମ୍ଯ ହରାଇ ଗଛରେ ପିଟି ହେଲା ଭ୍ଯାନ୍‌: ୩ମୃତ, ୩୦ରୁ ଉର୍ଦ୍ଧ୍ବ ଗୁରୁତର

ଫୁଲବାଣୀ: କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ଅନ୍ତର୍ଗତ କୁଟିବାଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭ୍ଯାନର ଚକ ଫାଟିବାରୁ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି। ଫଳରେ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ଯୁ ଘଟିଥିବା ଜଣାପଡ଼ିଛି। ଭ୍ୟାନ୍‌ରେ ଥିବା ୩୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରାଯାଇ କୋଟଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର