ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ : ଜମି ପଟ୍ଟା କରାଇ ଦେବାକୁ ନେଉଥିଲେ ୫ ହଜାର ଲାଞ୍ଚ

The Sakala Picture
Published On

ଫୁଲବାଣୀ : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଲାଞ୍ଚୁଆ ଆରଆଇ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ସୂଚନା ଅନୁଯାୟୀ, ଆରଆଇ ଜଣଙ୍କ ଜମି ପଟ୍ଟା କାଗପତ୍ର ହସ୍ତାନ୍ତରଣ କରିବା ବାବଦରେ ବେଆଇନ ଭାବେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା […]

ଫୁଲବାଣୀ : ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ଲାଞ୍ଚୁଆ ଆରଆଇ। ଜଣେ ବ୍ୟକ୍ତିଙ୍କ ଜମି ପଟ୍ଟା ବାବଦରେ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ। କନ୍ଧମାଳ ଜିଲ୍ଲା କୋଟଗଡ଼ ତହସିଲ ଦୁର୍ଗାପଙ୍ଗା ଅଞ୍ଚଳର ଆରଆଇ ଦିଲ୍ଲିପ ସାହୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।

ସୂଚନା ଅନୁଯାୟୀ, ଆରଆଇ ଜଣଙ୍କ ଜମି ପଟ୍ଟା କାଗପତ୍ର ହସ୍ତାନ୍ତରଣ କରିବା ବାବଦରେ ବେଆଇନ ଭାବେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଦାବି କରିଥିଲେ। ଏହି ଘଟଣାକୁ ନେଇ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ ଅଭିଯୋଗକାରୀ। ଏହି ଘଟଣାର ଖବର ପାଇ ଭିଜିଲାନ୍ସ ଟିମ ଚଢାଉ କରିଥିଲା। ଆରଆଇ ଜଣଙ୍କ ୫ ହଜାର ଟଙ୍କା ଲାଞ୍ଚ ଟଙ୍କା ଲାଞ୍ଚ ନେବା ବେଳେ ଟଙ୍କା ସହ ତାଙ୍କୁ ଧରିଛଇ ଭିଜିଲାନ୍ସ ଟିମ। ଆରଆଇଙ୍କ ଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି।

ଏଥି ସହିତ ଘଟଣାକୁ ନେଇ ବ୍ରହ୍ମପୁର ଭିଜିଲାନ୍ସରେ ଏକ ମାମଲା ରୁଜୁ ହେବା ସହ କୋଟଗଡ଼ରେ ଥିବା ଆରଆଇ ଦିଲ୍ଲିପ ସାହୁଙ୍କ ସରକାରୀ ବାସ ଭବନ ସମେତ ନିଜ ଘର ଖଜୁରୀପଡ଼ାରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ ଟିମ୍ ।

10 Jul 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର