କାର୍ଯ୍ଯରତ ମହିଳା ଏସ.ଆଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

The Sakala Picture
Published On

ଫୁଲବାଣୀ: ଜି ଉଦୟଗିରି ଥାନାରେ କାର୍ଯ୍ଯରତ ମହିଳା ଏସ.ଆଇ ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ଜି ଉଦୟଗିରି ପୁଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ଏ ନେଇ ଥାନା ଅଧିକାରୀ କିମ୍ବା ଅନ୍ୟ କୌଣସି ପଦାଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ସ୍ୱାଗତିକାଙ୍କ ପରିବାର ଲୋକ ଆସି ଘଟଣାସ୍ଥଳରେ ପହଞ୍ଚିବା ପରେ ଶବବ୍ୟବଚ୍ଛେଦ କରାଯିବ। ପରେ ପରିବାର ସଦସ୍ୟଙ୍କୁ ତାଙ୍କ ମୃତଦେହ ହସ୍ତାନ୍ତର […]

ଫୁଲବାଣୀ: ଜି ଉଦୟଗିରି ଥାନାରେ କାର୍ଯ୍ଯରତ ମହିଳା ଏସ.ଆଇ ସ୍ୱାଗତିକା ବେହେରାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସରକାରୀ ବାସଭବନରୁ ଜି ଉଦୟଗିରି ପୁଲିସ ତାଙ୍କ ମୃତଦେହ ଉଦ୍ଧାର କରିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ି ନ ଥିବା ବେଳେ ଏ ନେଇ ଥାନା ଅଧିକାରୀ କିମ୍ବା ଅନ୍ୟ କୌଣସି ପଦାଧିକାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ସ୍ୱାଗତିକାଙ୍କ ପରିବାର ଲୋକ ଆସି ଘଟଣାସ୍ଥଳରେ ପହଞ୍ଚିବା ପରେ ଶବବ୍ୟବଚ୍ଛେଦ କରାଯିବ। ପରେ ପରିବାର ସଦସ୍ୟଙ୍କୁ ତାଙ୍କ ମୃତଦେହ ହସ୍ତାନ୍ତର କରାଯିବ ବୋଲି ସୂଚନା ମିଳିଛି।

27 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର