ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ନାବାଳିକା ବଳାତ୍କାର ମାମଲା : ଅଭିଯୁକ୍ତକୁ ୨୦ ବର୍ଷର ସଶ୍ରମ କରାଦଣ୍ଡ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ କୋର୍ଟ

The Sakala Picture
Published On

ଫୁଲବାଣୀ : ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୫ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୯ ମାସ ଜେଲ ଭୋଗିବାକୁ ରାୟରେ ଉଳ୍ଲେଖ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ କ. ନୂଆଗାଁ ଥାନା ଅଂଚଳର ସହଦେଵ ମଲ୍ଲିକ। ୨୦୨୪ ମସିହା ଜାନୁଆରୀ ୪ ତାରିଖରେ ନାବାଳିକା (୧୪) ଜଣକ ଘରେ […]

ଫୁଲବାଣୀ : ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ୱତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୫ ହଜାର ଟଙ୍କା ଜରିମାନା ଏବଂ ଅନାଦେୟ ଅଧିକ ୯ ମାସ ଜେଲ ଭୋଗିବାକୁ ରାୟରେ ଉଳ୍ଲେଖ କରିଛନ୍ତି।

ଅଭିଯୁକ୍ତ ଜଣକ ହେଲେ କ. ନୂଆଗାଁ ଥାନା ଅଂଚଳର ସହଦେଵ ମଲ୍ଲିକ। ୨୦୨୪ ମସିହା ଜାନୁଆରୀ ୪ ତାରିଖରେ ନାବାଳିକା (୧୪) ଜଣକ ଘରେ ଥିଲେ। ରାତିରେ ନାବାଳିକାଙ୍କ ଅଭିଭାବକ ଘରୁ କୌଣସି କାମରେ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ସହଦେଵ ନାବାଳିକାଙ୍କ ଘରକୁ ଅନଧିକାର ପ୍ରବେଶ କରି ତାଙ୍କୁ ବଳାତ୍କାର କରିଥିଲେ। ପରିବାର ଲୋକେ ଆସିବାରୁ ନାବାଳିକା ଘଟଣା ବିଷୟରେ କହିଥିଲେ। ଏନେଇ ପରିବାର ପକ୍ଷରୁ ଥାନାରେ ୯ ତାରିଖରେ ଅଭିଯୋଗ କରା ଯାଇଥିଲା। ପୋଲିସ ୯/୨୪ରେ ମାମଲା ରୁଜୁ କରି ସହଦେଵଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ବିଚାରପତି ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ଏବଂ ମେଡିକାଲ ରିପୋର୍ଟକୁ ଆଧାର କରି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ପିପି ଅସୀମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।

22 Sep 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର