ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଆତ୍ମହତ୍ୟା

ଫୁଲବାଣୀ: ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଆତ୍ମହତ୍ୟା । ଫୁଲବାଣୀ ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀ ତୁଷାରେନ୍ଦ୍ର ନାୟକ ଫୁଲବାଣୀ ସ୍ଥିତ ନିଜ ସରକାରୀ ବାସଭବନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି। ଫୁଲବାଣୀର ଆଇଟିଡିଏର କର୍ମଚାରୀମାନେ ତାଙ୍କ ବାସଭବନରେ ପହଞ୍ଚି ଭୁବନେଶ୍ୱରରେ ରହୁଥିବା ତାଙ୍କ ପରିବାରଙ୍କୁ ଖବର ଦେଇଛନ୍ତି। ସୂଚନା ପ୍ରକାରେ, ଦୀର୍ଘ ୨୦ ଦିନହେବ ଶ୍ରୀ ନାୟକ ଛୁଟିରେ ଥିବା ବେଳେ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଥିଲେ। ଟାଉନ୍ ପୁଲିସ […]

ଫୁଲବାଣୀ: ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀଙ୍କ ଆତ୍ମହତ୍ୟା । ଫୁଲବାଣୀ ଆଇଟିଡିଏ ସହକାରୀ ନିର୍ବାହୀଯନ୍ତ୍ରୀ ତୁଷାରେନ୍ଦ୍ର ନାୟକ ଫୁଲବାଣୀ ସ୍ଥିତ ନିଜ ସରକାରୀ ବାସଭବନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସକାଳେ ଏହି ଘଟଣା ଘଟିଥିବା ଜଣାପଡିଛି। ଫୁଲବାଣୀର ଆଇଟିଡିଏର କର୍ମଚାରୀମାନେ ତାଙ୍କ ବାସଭବନରେ ପହଞ୍ଚି ଭୁବନେଶ୍ୱରରେ ରହୁଥିବା ତାଙ୍କ ପରିବାରଙ୍କୁ ଖବର ଦେଇଛନ୍ତି।

ସୂଚନା ପ୍ରକାରେ, ଦୀର୍ଘ ୨୦ ଦିନହେବ ଶ୍ରୀ ନାୟକ ଛୁଟିରେ ଥିବା ବେଳେ ଶୁକ୍ରବାର କାର୍ଯ୍ୟରେ ଯୋଗଦେଇଥିଲେ। ଟାଉନ୍ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ଘଟଣାରର ତଦନ୍ତ ଆରମ୍ଭ କରିଛି। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।

About The Author: The Sakala