ବନ୍ଧାହେଲେ ଲାଞ୍ଚୁଆ ଲାଇନ ମ୍ୟାନ୍, ନୂଆ ବିଦ୍ୟୁତ ସଂଯୋଗ ଦେବା ପାଇଁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

The Sakala Picture
Published On

ଫୁଲବାଣୀ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଲାଇନ ମ୍ୟାନ୍ । ନୂଆ ବିଦ୍ୟୁତ ସଂଯୋଗ ଦେବା ପାଇଁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ । କନ୍ଧମାଳ ଜିଲ୍ଲା ଟିକାବାଲି ବିଦୁତ ବିଭାଗର ଲାଇନ ମ୍ୟାନ କାଳୁ ଚରଣ ପଲେଇଙ୍କୁ ଗିରଫ କରିଛି ଭିଜିଲାନ୍ସ । ଲାଇନ ମ୍ୟାନଙ୍କୁ ଗିରଫ କରାଯିବା ସହ ଘଟଣା ସ୍ଥଳରୁ ଟଙ୍କା ଜବତ କରାଯାଇଛି । ସୂଚନା ଅନୁସାରେ, ଲାଇନମ୍ୟାନ କାଳୁ ଚରଣ ଟିକାବାଲି ବ୍ଲକର ଛତିଝର ଗ୍ରାମର […]

ଫୁଲବାଣୀ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଲାଇନ ମ୍ୟାନ୍ । ନୂଆ ବିଦ୍ୟୁତ ସଂଯୋଗ ଦେବା ପାଇଁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ । କନ୍ଧମାଳ ଜିଲ୍ଲା ଟିକାବାଲି ବିଦୁତ ବିଭାଗର ଲାଇନ ମ୍ୟାନ କାଳୁ ଚରଣ ପଲେଇଙ୍କୁ ଗିରଫ କରିଛି ଭିଜିଲାନ୍ସ । ଲାଇନ ମ୍ୟାନଙ୍କୁ ଗିରଫ କରାଯିବା ସହ ଘଟଣା ସ୍ଥଳରୁ ଟଙ୍କା ଜବତ କରାଯାଇଛି ।

ଆହୁରି ପଢ଼ନ୍ତୁ: ସ୍କୁଲରେ ଛାତ୍ରଙ୍କ ପ୍ୟାଣ୍ଟରେ ବିଛୁଆତି ପୁରାଇ ଦେବା ଘଟଣା: ପ୍ରଧାନଶିକ୍ଷକଙ୍କୁ ଚାକିରିରୁ ନିଲମ୍ବିତ କଲେ ବିଇଓ

ସୂଚନା ଅନୁସାରେ, ଲାଇନମ୍ୟାନ କାଳୁ ଚରଣ ଟିକାବାଲି ବ୍ଲକର ଛତିଝର ଗ୍ରାମର ରୀଙ୍କୁ ଭୁକ୍ତା ନାମକ ବ୍ୟକ୍ତିଙ୍କଠାରୁ ନୂତନ ବିଦ୍ୟୁତ ସଂଯୋଗ କରାଇଦେବାଲାଗି ଲାଞ୍ଚ ଟଙ୍କା ନେଉଥିଲେ । ମାତ୍ର ଘଟଣା ବିଷୟରେ ଜାଣି ପୂର୍ବରୁ ସେଠାରେ ଲୁଚି ରହିଥିବା ଭିଜିଲାନ୍ସ ଅଧିକାରୀ ମାନେ ତାଙ୍କୁ ମାଡ଼ିବସିଥିଲେ । ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯିବା ସହ ଅଧିକ ତଦନ୍ତ ଜାରିରହିଥିବା ଫୁଲବାଣୀ ଭିଜିଲାନ୍ସ ଡିଏସପି ଅରୁଣ କୁମାର ନାୟକ କହିଛନ୍ତି ।

ଆହୁରି ପଢ଼ନ୍ତୁ: ସିଂହଦ୍ୱାର ଗୁମୁଟରେ ‘ଦଶାବତାର ମୂର୍ତ୍ତି’ ପୁନଃ ସଂସ୍ଥାପନ ପ୍ରସ୍ତାବ: ଜଗଦ୍‌ଗୁରୁଙ୍କ ମାର୍ଗଦର୍ଶନ ଲୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

18 Nov 2022 By The Sakala

ବନ୍ଧାହେଲେ ଲାଞ୍ଚୁଆ ଲାଇନ ମ୍ୟାନ୍, ନୂଆ ବିଦ୍ୟୁତ ସଂଯୋଗ ଦେବା ପାଇଁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ

ଫୁଲବାଣୀ: ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଲାଇନ ମ୍ୟାନ୍ । ନୂଆ ବିଦ୍ୟୁତ ସଂଯୋଗ ଦେବା ପାଇଁ ପାଞ୍ଚ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ । କନ୍ଧମାଳ ଜିଲ୍ଲା ଟିକାବାଲି ବିଦୁତ ବିଭାଗର ଲାଇନ ମ୍ୟାନ କାଳୁ ଚରଣ ପଲେଇଙ୍କୁ ଗିରଫ କରିଛି ଭିଜିଲାନ୍ସ । ଲାଇନ ମ୍ୟାନଙ୍କୁ ଗିରଫ କରାଯିବା ସହ ଘଟଣା ସ୍ଥଳରୁ ଟଙ୍କା ଜବତ କରାଯାଇଛି ।

ସୂଚନା ଅନୁସାରେ, ଲାଇନମ୍ୟାନ କାଳୁ ଚରଣ ଟିକାବାଲି ବ୍ଲକର ଛତିଝର ଗ୍ରାମର ରୀଙ୍କୁ ଭୁକ୍ତା ନାମକ ବ୍ୟକ୍ତିଙ୍କଠାରୁ ନୂତନ ବିଦ୍ୟୁତ ସଂଯୋଗ କରାଇଦେବାଲାଗି ଲାଞ୍ଚ ଟଙ୍କା ନେଉଥିଲେ । ମାତ୍ର ଘଟଣା ବିଷୟରେ ଜାଣି ପୂର୍ବରୁ ସେଠାରେ ଲୁଚି ରହିଥିବା ଭିଜିଲାନ୍ସ ଅଧିକାରୀ ମାନେ ତାଙ୍କୁ ମାଡ଼ିବସିଥିଲେ । ଏ ସମ୍ପର୍କରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜ୍ଜୁ କରାଯିବା ସହ ଅଧିକ ତଦନ୍ତ ଜାରିରହିଥିବା ଫୁଲବାଣୀ ଭିଜିଲାନ୍ସ ଡିଏସପି ଅରୁଣ କୁମାର ନାୟକ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର