ସାପ କାମୁଡ଼ାରେ ଦୁଇ ଯୁବକଙ୍କ ମୃତ୍ୟୁ

The Sakala Picture
Published On

ଫୁଲବାଣୀ:  କନ୍ଧମାଳ ଜିଲ୍ଲାରେ ସାପ କାମୁଡ଼ାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଖଲିବେଣି ଗ୍ରାମର ମାନସ ହଂସ (୨୫)। ସେ ଘରେ ପରିବାର ସହ ଶୋଇଥିବାବେଳେ ସାପ କମୁଡ଼ିଥିଲା। ଫୁଲବାଣୀ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ହେଲେ ଗୋଛାପଡ଼ା ଥାନା ଅନ୍ତର୍ଗତ ନିମା ବିନ୍ଧାଣି (୩୫) । ସେ ମଧ୍ୟ ଘରେ ଶୋଇଥିବାବେଳେ ସାପ କମୁଡ଼ିଥିଲା। ତାଙ୍କୁ ପ୍ରଥମେ ଗୋଛପଡ଼ା […]

ଫୁଲବାଣୀ:  କନ୍ଧମାଳ ଜିଲ୍ଲାରେ ସାପ କାମୁଡ଼ାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଜୁରୀପଡ଼ା ଥାନା ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ଖଲିବେଣି ଗ୍ରାମର ମାନସ ହଂସ (୨୫)। ସେ ଘରେ ପରିବାର ସହ ଶୋଇଥିବାବେଳେ ସାପ କମୁଡ଼ିଥିଲା। ଫୁଲବାଣୀ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ହେଲେ ଗୋଛାପଡ଼ା ଥାନା ଅନ୍ତର୍ଗତ ନିମା ବିନ୍ଧାଣି (୩୫) । ସେ ମଧ୍ୟ ଘରେ ଶୋଇଥିବାବେଳେ ସାପ କମୁଡ଼ିଥିଲା। ତାଙ୍କୁ ପ୍ରଥମେ ଗୋଛପଡ଼ା ମେଡ଼ିକାଲ ନିଆଯାଇଥିଲା। ସେଠାରେ ଗୁରୁତର ଅବସ୍ଥାରେ ତାଙ୍କୁ ଫୁଲବାଣୀ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଚିକିତ୍ସିତ ଅବସ୍ଥାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

30 Jul 2025 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର