ଖସୁଛି ପାରଦ: ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିରେ ବଢୁଛି ଶୀତ

The Sakala Picture
Published On

ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ିରେ ଦିନକୁ ଦିନ ଥଣ୍ଡା ଅସହ୍ୟ ହେବାରେ ଲାଗିଛି। ପ୍ରତ୍ୟେକ ଦିନ ପାରଦ ନିମ୍ନଗାମୀ ହେଉଛି। ଗତ ଦୁଇ ଦିନରେ ୪ ଡିଗ୍ରୀ ସେଲସିଅସ ତାପମାତ୍ରା ଖସିଛି। ଶୁକ୍ରବାର ଦିନ ୧୩ ଡିଗ୍ରୀ ସେଲସିଅସ ତାପମାତ୍ରା ରହିଥିବା ବେଳେ ଶନିବାର ଦିନ ୨ ଡିଗ୍ରୀ ହ୍ରାସ ପାଇ ୧୧ ଡିଗ୍ରୀ ସେଲସିଅସରେ ପହଞ୍ଚିଥିଲା ସର୍ବନିମ୍ନ ତାପମାତ୍ରା । ପୁଣି ରବିବାର ଦିନ ୨ ଡିଗ୍ରୀ ତାପମାତ୍ରା ହ୍ରାସ ପାଇ ଆଜି ୯ ଡିଗ୍ରୀରେ ପହଞ୍ଚିଛି । […]

ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ିରେ ଦିନକୁ ଦିନ ଥଣ୍ଡା ଅସହ୍ୟ ହେବାରେ ଲାଗିଛି। ପ୍ରତ୍ୟେକ ଦିନ ପାରଦ ନିମ୍ନଗାମୀ ହେଉଛି। ଗତ ଦୁଇ ଦିନରେ ୪ ଡିଗ୍ରୀ ସେଲସିଅସ ତାପମାତ୍ରା ଖସିଛି। ଶୁକ୍ରବାର ଦିନ ୧୩ ଡିଗ୍ରୀ ସେଲସିଅସ ତାପମାତ୍ରା ରହିଥିବା ବେଳେ ଶନିବାର ଦିନ ୨ ଡିଗ୍ରୀ ହ୍ରାସ ପାଇ ୧୧ ଡିଗ୍ରୀ ସେଲସିଅସରେ ପହଞ୍ଚିଥିଲା ସର୍ବନିମ୍ନ ତାପମାତ୍ରା । ପୁଣି ରବିବାର ଦିନ ୨ ଡିଗ୍ରୀ ତାପମାତ୍ରା ହ୍ରାସ ପାଇ ଆଜି ୯ ଡିଗ୍ରୀରେ ପହଞ୍ଚିଛି । ଯାହାକି ଏ ବର୍ଷର ସର୍ବନିମ୍ନ ତାପମାତ୍ରା ଭାବେ ରେକର୍ଡ କରାଯାଇଛି । ତାପମାତ୍ରା ହ୍ରାସ ପାଇବା ଫଳରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଲୋକେ ସକାଳୁ ଉଠିବା କଷ୍ଟସାଧ୍ୟ ହେଉଥିବା ବେଳେ ସଠିକ ସମୟରେ କାମଧନ୍ଦାକୁ ଯାଇପାରୁନାହାନ୍ତି । ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ଗରମ ପାନୀୟ ଜଳ ବ୍ୟବହାର କରୁଥିବା ବେଳେ ସକାଳେ ପ୍ରାତଃ ଭ୍ରମଣ କରି ବ୍ୟାୟାମ କରୁଛନ୍ତି । ଆଗକୁ ଆହୁରି ତାପମାତ୍ରା ହ୍ରାସ ପାଇବ ବୋଲି ଅନୁମାନ କରାଯାଉଛି। ଦାରିଙ୍ଗବାଡିକୁ ଆସିଥିବା ପର୍ଯ୍ୟଟକ ମାନେ ମଧ୍ୟ ଶୀତର ମଜା ଉଠାଇବା ପାଇଁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମାନଙ୍କରେ ଭିଡ଼ ଜମାଇବା ଦେଖାଯାଇଛି।

ଆହୁରି ପଢ଼ନ୍ତୁ: ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ବାଧ୍ୟତାମୂଳକ, ଉଲ୍ଲଂଘନ କଲେ ଜରିମାନା

ଆହୁରି ପଢ଼ନ୍ତୁ: ଦିବ୍ୟାଙ୍ଗ ନାବାଳିକାକୁ ଗର୍ଭବତୀ କରି ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଯୁବକ ଫେରାର୍, ଧର୍ମାନୁଷ୍ଠାନରେ ଭଙ୍ଗାରୁଜା ସହ ପ୍ରବଳ ଉତ୍ତେଜନା

28 Nov 2021 By The Sakala

ଖସୁଛି ପାରଦ: ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ିରେ ବଢୁଛି ଶୀତ

ଦାରିଙ୍ଗବାଡ଼ି: ଦାରିଙ୍ଗବାଡ଼ିରେ ଦିନକୁ ଦିନ ଥଣ୍ଡା ଅସହ୍ୟ ହେବାରେ ଲାଗିଛି। ପ୍ରତ୍ୟେକ ଦିନ ପାରଦ ନିମ୍ନଗାମୀ ହେଉଛି। ଗତ ଦୁଇ ଦିନରେ ୪ ଡିଗ୍ରୀ ସେଲସିଅସ ତାପମାତ୍ରା ଖସିଛି। ଶୁକ୍ରବାର ଦିନ ୧୩ ଡିଗ୍ରୀ ସେଲସିଅସ ତାପମାତ୍ରା ରହିଥିବା ବେଳେ ଶନିବାର ଦିନ ୨ ଡିଗ୍ରୀ ହ୍ରାସ ପାଇ ୧୧ ଡିଗ୍ରୀ ସେଲସିଅସରେ ପହଞ୍ଚିଥିଲା ସର୍ବନିମ୍ନ ତାପମାତ୍ରା । ପୁଣି ରବିବାର ଦିନ ୨ ଡିଗ୍ରୀ ତାପମାତ୍ରା ହ୍ରାସ ପାଇ ଆଜି ୯ ଡିଗ୍ରୀରେ ପହଞ୍ଚିଛି । ଯାହାକି ଏ ବର୍ଷର ସର୍ବନିମ୍ନ ତାପମାତ୍ରା ଭାବେ ରେକର୍ଡ କରାଯାଇଛି । ତାପମାତ୍ରା ହ୍ରାସ ପାଇବା ଫଳରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ଲୋକେ ସକାଳୁ ଉଠିବା କଷ୍ଟସାଧ୍ୟ ହେଉଥିବା ବେଳେ ସଠିକ ସମୟରେ କାମଧନ୍ଦାକୁ ଯାଇପାରୁନାହାନ୍ତି । ଶୀତରୁ ରକ୍ଷା ପାଇବା ପାଇଁ ଲୋକେ ଗରମ ପାନୀୟ ଜଳ ବ୍ୟବହାର କରୁଥିବା ବେଳେ ସକାଳେ ପ୍ରାତଃ ଭ୍ରମଣ କରି ବ୍ୟାୟାମ କରୁଛନ୍ତି । ଆଗକୁ ଆହୁରି ତାପମାତ୍ରା ହ୍ରାସ ପାଇବ ବୋଲି ଅନୁମାନ କରାଯାଉଛି। ଦାରିଙ୍ଗବାଡିକୁ ଆସିଥିବା ପର୍ଯ୍ୟଟକ ମାନେ ମଧ୍ୟ ଶୀତର ମଜା ଉଠାଇବା ପାଇଁ ବିଭିନ୍ନ ପର୍ଯ୍ୟଟନସ୍ଥଳୀ ମାନଙ୍କରେ ଭିଡ଼ ଜମାଇବା ଦେଖାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର