ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌‌, ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେବାକୁ କଲେ ଅପିଲ୍

The Sakala Picture
Published On

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ ପାଣ୍ଡିଆନ୍‌‌। ଭୁବନେଶ୍ୱର ୟୁନିଟ୍‌‌-୬ର ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌‌। ଭୋଟ ଦେବା ପରେ ପ୍ରତିକ୍ରିୟା ଦେଇ ପାଣ୍ଡିଆନ […]

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ ପାଣ୍ଡିଆନ୍‌‌। ଭୁବନେଶ୍ୱର ୟୁନିଟ୍‌‌-୬ର ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌‌।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

ଭୋଟ ଦେବା ପରେ ପ୍ରତିକ୍ରିୟା ଦେଇ ପାଣ୍ଡିଆନ କହିଛନ୍ତି ଯେ, ସମସ୍ତେ ଆସି ବହୁ ସଂଖ୍ୟାରେ ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୁଅନ୍ତୁ। ଅଟୋ ଚାଳକ ସଂଘର ଅନୁରୋଧ ରକ୍ଷା କରି ଅଟୋରେ ଭୋଟ ଦେବାକୁ ଯାଇଥିଲେ କାର୍ତ୍ତିକ ପାଣ୍ଡିଆନ୍‌‌। ସୁଜାତା ପାଣ୍ଡିଆନ ମଧ୍ୟ ୪୪ ନମ୍ବର ବୁଥରେ ମତାଧିକାର ସାବ୍ୟସ୍ତ କରିଥିଲେ।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

25 May 2024 By The Sakala

ଅଟୋରେ ଆସି ଭୋଟ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌‌, ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେବାକୁ କଲେ ଅପିଲ୍

ଭୁବନେଶ୍ବର: ଚାଲିଛି ଗଣତନ୍ତ୍ରର ମହାପର୍ବ । ଦେଶରେ ଚାଲିଛି ଷଷ୍ଠ ଏବଂ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ତେବେ ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇ ମତଦାନ ସାବ୍ୟସ୍ତ କରିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌। ସକାଳୁ ସକାଳୁ ଅଟୋରେ ବୁଥକୁ ପହଞ୍ଚିବା ପରେ ଲମ୍ବା ଲାଇନରେ ଛିଡା ହୋଇଥିଲେ ପାଣ୍ଡିଆନ୍‌‌। ଭୁବନେଶ୍ୱର ୟୁନିଟ୍‌‌-୬ର ୪୪ ନମ୍ବର ବୁଥରେ ପହଞ୍ଚି ନିଜର ମତଦାନ ସାବ୍ୟସ୍ତ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ୍‌‌।

ଭୋଟ ଦେବା ପରେ ପ୍ରତିକ୍ରିୟା ଦେଇ ପାଣ୍ଡିଆନ କହିଛନ୍ତି ଯେ, ସମସ୍ତେ ଆସି ବହୁ ସଂଖ୍ୟାରେ ଭୋଟ ଦିଅନ୍ତୁ ଏବଂ ଗଣତନ୍ତ୍ରର ଏହି ମହାନ ପର୍ବରେ ସାମିଲ ହୁଅନ୍ତୁ। ଅଟୋ ଚାଳକ ସଂଘର ଅନୁରୋଧ ରକ୍ଷା କରି ଅଟୋରେ ଭୋଟ ଦେବାକୁ ଯାଇଥିଲେ କାର୍ତ୍ତିକ ପାଣ୍ଡିଆନ୍‌‌। ସୁଜାତା ପାଣ୍ଡିଆନ ମଧ୍ୟ ୪୪ ନମ୍ବର ବୁଥରେ ମତାଧିକାର ସାବ୍ୟସ୍ତ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର